ଧରାପୃଷ୍ଠକୁ ଆସୁଛନ୍ତି ମା’: ଶାରଦୀୟ ଦୁର୍ଗାପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ ନମ୍ପର ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟି ତରଫରୁ ମା’ଙ୍କ ଶାରଦୀୟ ପୂଜା ସକାଶେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି । ପଣ୍ଡିତ ରଞ୍ଜନ ମିଶ୍ରଙ୍କ ତତ୍ତାବଧାନରେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠରେ ରବିବାର ପୂଜାର୍ଚ୍ଚନା ପରେ ଶୁଭଖୁଣ୍ଟି ସହ ଆଜ୍ଞାମାଳକୁ ବାଦ୍ୟ ବାଜଣା ଶୋଭାଯାତ୍ରା କରାଯାଇ ଅସ୍ଥାୟୀ ପୂଜା ମଣ୍ଡପକୁ ଅଣାଯାଇଥିଲା।

ସେଠାରେ ପୂଜାର୍ଚ୍ଚନା କରାଯାଇ ଶୁଭଖୁଣ୍ଟି ସ୍ଥାପନ କରାଯାଇଥିଲା। ଚଳିତ ବର୍ଷ ପୂଜା କାର୍ଯ୍ୟ ପରିଚାଳନା ନିମନ୍ତେ ୨୨ ଜଣିଆ ନୂତନ କମିଟି ଗଠନ କରାଯାଇଛି। କମିଟି ମୁଖ୍ୟ ଉପଦେଷ୍ଟା ଭାବେ ନଗର କଂଗ୍ରେସ ସଭାପତି ତଥା ସ୍ଥାନୀୟ କାଉନସିଲର ଦୀପକ କୁମାର ମିଶ୍ର ଏବଂ ପାଣ୍ଡା ଗୌଡ଼ଙ୍କୁ ମନୋନୀତ କରାଯାଇଛି। ସଭାପତି ଭାବେ ଶଙ୍କର ମହାରଣା, ଉପସଭାପତି ପଞ୍ଚାନନ ସ୍ବାଇଁ, ସମ୍ପାଦକ କମଳ ସେଠୀ, ଏ. ସେନେୟା, ସହ ସମ୍ପାଦକ ଶିବ ପ୍ରଧାନ, ଟୁଲୁ ସ୍ବାଇଁ, କୋଷାଧ୍ୟକ୍ଷ ସୁଦିପ ପଲାଇ, ସହ କୋଷାଧ୍ୟକ୍ଷ ଚିଙ୍କୁ ସେଠୀଙ୍କୁ ଚୟନ କରାଯାଇଛି। ଶୁଭଖୁଣ୍ଟି ସ୍ଥାପନ ବେଳେ ପୂଜା କମିଟି ସଦସ୍ୟ ବୃନ୍ଦ ଏବଂ ବହୁ ସଂଖ୍ୟକ ସାହି ବାସିନ୍ଦା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ…

ଭାରତର ମ୍ୟାଚ ବୟକଟକୁ ନେଇ ବଡ଼ କଥା କହିଲେ ପାକିସ୍ତାନୀ ଅଧିନାୟକ? ଜାଣନ୍ତୁ ଏହାର ମୁଖ୍ୟ ଉଦ୍ଦେଶ୍ୟ କ’ଣ

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ କରିବା ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ଦେଇଛନ୍ତି। ପାକିସ୍ତାନ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି।…

ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ…

ବଜେଟରେ କୌଣସି କବି ବା କବିତାର ଉଲ୍ଲେଖ କଲେ ନାହିଁ ନିର୍ମଳା

ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ଲୋକସଭାରେ ତାଙ୍କର ଲଗାତାର ନବମ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୀତାରମଣଙ୍କ ପ୍ରାୟ ୮୫ ମିନିଟର…

କୃଷିଭିତ୍ତିିକ ଶିଳ୍ପର ସ୍ଥିତି

ଓଡ଼ିଶାରେ ପୁରୁଣା ସରକାର ଯିବା ପରେ ନୂଆ ସରକାରଙ୍କ ଆଗମନ ପରେ ଅନେକ ଯୋଜନା ଓ କାର୍ଯ୍ୟକ୍ରମ ଚାଲିଛି, ହେବା ମଧ୍ୟ ସ୍ବାଭାବିକ। ତେବେ ଏସବୁ ଭିତରେ…

ଇନ୍ଦୋର: ସ୍ବଚ୍ଛ ଭାରତର ଦୁଃଖ

ମଧ୍ୟପ୍ରଦେଶର ଇନ୍ଦୋର ସହରରେ ପ୍ରଦୂଷିତ ଜଳ ପିଇ ଜାନୁଆରୀ ମାସରେ ୧୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନି ଘଟିବା ସହ ବହୁ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହେଲେ।…

‘ପ୍ରତି ଘରକୁ ଲକ୍ଷ୍ମୀ ଆସିଲେ’, Budgetରେ ଏମିତି କ’ଣ କଲେ ଅର୍ଥମନ୍ତ୍ରୀ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ Budget ଉପସ୍ଥାପନ କରିଥିଲେ। ସବୁଥର ପରି, ଏଥର ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri