ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଜଗନ୍ନାଥଙ୍କୁ ଏମିତି କହିଲେ ଶୁଭଙ୍କର ମିଶ୍ରା

ନୂଆଦିଲ୍ଲୀ,୨୮।୧୧: ବିବାଦରେ ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନସର ଶୁଭଙ୍କର ମିଶ୍ରା। ପୁରୀ ଶ୍ରୀମନ୍ଦିରକୁ ନେଇ ଦେଲେ ବିବାଦୀୟ ଟିପ୍ପଣୀ। ମନ୍ଦିର ଉପରେ ଲଗାଇଲେ ବଡ଼ ଆରୋପ। କୌଣସି ପ୍ରେମୀଯୁଗଳ ଯଦି ମନ୍ଦିର ଯା’ନ୍ତି ତେବେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବା ସେମାନେ ବିବାହ କରିପାରନ୍ତି ନାହିଁ ବୋଲି ନିଜ ପଡ୍‌କାଷ୍ଟରେ କହିଛନ୍ତି ଶୁଭଙ୍କର। ବଡ଼ ବଡ଼ ଚ୍ୟାନେଲରେ ନିଉଜ୍ ଆଙ୍କର ଭାବେ କାମ କରିସାରିଥିବା ଶୁଭଙ୍କରଙ୍କ ଏଭଳି ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

ସେ ନିଜ ପଡ୍‌କାଷ୍ଟରେ ଏକ ପୁରାଣ କାହାଣୀ କହିଛନ୍ତି। ସେ ଦାବି କରିଛନ୍ତି ଯେ, ଶ୍ରୀମନ୍ଦିର ଉପରେ ମା’ ରାଧାରାଣୀଙ୍କ ଅଭିଶାପ ପଡ଼ିଛି। ଦିନେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜଗନ୍ନାଥ ରୂପ ଦର୍ଶନ କରିବା ପାଇଁ ମନ୍ଦିରରେ ପହଞ୍ଚିଥିଲେ ମା’ ରାଧାରାଣୀ। ମନ୍ଦିର ଭିତରକୁ ଯିବା ବେଳେ ତାଙ୍କୁ ସେବାୟତମାନେ ଅଟକାଇ ଦେଇଥିଲେ। ମନ୍ଦିର ଭିତରକୁ ପ୍ରଭୁ ଜଗନ୍ନାଥଙ୍କ ପତ୍ନୀଙ୍କୁ ମଧ୍ୟ ଆସିବାର ଅନୁମତି ନାହିଁ…ଆପଣ କେମିତି ଆସିପାରିଲେ? ଏଥିରେ ରାଗିଯାଇ ମା’ ଅଭିଶାପ ଦେଇଥିଲେ। ଆଜିଠୁ କୌଣସି ଅବିବାହିତ ଯୋଡ଼ି ମନ୍ଦିର ଭିତରକୁ ଆସିଲେ ‌‌ସେମାନଙ୍କର ସମ୍ପର୍କ ଭାଙ୍ଗିଯିବା ସହ ବିବାହ ହୋଇପାରିବନାହିଁ। ଏହି ଅଭିଶାପ ଦେଇ ମା’ ସେଠାରୁ ଚାଲିଯାଇଥିଲେ। 

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri