ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଜଗନ୍ନାଥଙ୍କୁ ଏମିତି କହିଲେ ଶୁଭଙ୍କର ମିଶ୍ରା

ନୂଆଦିଲ୍ଲୀ,୨୮।୧୧: ବିବାଦରେ ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନସର ଶୁଭଙ୍କର ମିଶ୍ରା। ପୁରୀ ଶ୍ରୀମନ୍ଦିରକୁ ନେଇ ଦେଲେ ବିବାଦୀୟ ଟିପ୍ପଣୀ। ମନ୍ଦିର ଉପରେ ଲଗାଇଲେ ବଡ଼ ଆରୋପ। କୌଣସି ପ୍ରେମୀଯୁଗଳ ଯଦି ମନ୍ଦିର ଯା’ନ୍ତି ତେବେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବା ସେମାନେ ବିବାହ କରିପାରନ୍ତି ନାହିଁ ବୋଲି ନିଜ ପଡ୍‌କାଷ୍ଟରେ କହିଛନ୍ତି ଶୁଭଙ୍କର। ବଡ଼ ବଡ଼ ଚ୍ୟାନେଲରେ ନିଉଜ୍ ଆଙ୍କର ଭାବେ କାମ କରିସାରିଥିବା ଶୁଭଙ୍କରଙ୍କ ଏଭଳି ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

ସେ ନିଜ ପଡ୍‌କାଷ୍ଟରେ ଏକ ପୁରାଣ କାହାଣୀ କହିଛନ୍ତି। ସେ ଦାବି କରିଛନ୍ତି ଯେ, ଶ୍ରୀମନ୍ଦିର ଉପରେ ମା’ ରାଧାରାଣୀଙ୍କ ଅଭିଶାପ ପଡ଼ିଛି। ଦିନେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜଗନ୍ନାଥ ରୂପ ଦର୍ଶନ କରିବା ପାଇଁ ମନ୍ଦିରରେ ପହଞ୍ଚିଥିଲେ ମା’ ରାଧାରାଣୀ। ମନ୍ଦିର ଭିତରକୁ ଯିବା ବେଳେ ତାଙ୍କୁ ସେବାୟତମାନେ ଅଟକାଇ ଦେଇଥିଲେ। ମନ୍ଦିର ଭିତରକୁ ପ୍ରଭୁ ଜଗନ୍ନାଥଙ୍କ ପତ୍ନୀଙ୍କୁ ମଧ୍ୟ ଆସିବାର ଅନୁମତି ନାହିଁ…ଆପଣ କେମିତି ଆସିପାରିଲେ? ଏଥିରେ ରାଗିଯାଇ ମା’ ଅଭିଶାପ ଦେଇଥିଲେ। ଆଜିଠୁ କୌଣସି ଅବିବାହିତ ଯୋଡ଼ି ମନ୍ଦିର ଭିତରକୁ ଆସିଲେ ‌‌ସେମାନଙ୍କର ସମ୍ପର୍କ ଭାଙ୍ଗିଯିବା ସହ ବିବାହ ହୋଇପାରିବନାହିଁ। ଏହି ଅଭିଶାପ ଦେଇ ମା’ ସେଠାରୁ ଚାଲିଯାଇଥିଲେ। 

Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

ଭାଙ୍ଗିଲା ତେନ୍ଦୁଲକରଙ୍କ ୩୭ ବର୍ଷର ରେକର୍ଡ, ସ୍କୁଲ ଯିବା ବୟସରେ ଟିମ ଇଣ୍ଡିଆରେ ଡେବ୍ୟୁକଲେ ବୈଭବ!

ନୂଆଦିଲ୍ଲୀ,୬।୬: ଆଜି ଅର୍ଥାତ୍‌ ଜୁନ ୬ ଶନିବାର ଭାରତୀୟ କ୍ରିକେଟ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖାଯାଇଛି। ମାତ୍ର ୧୫ ବର୍ଷ ବୟସର ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri