ଶୁଭାଂଶୁ ଶୁକ୍ଳାଙ୍କ ମହାକାଶ ମିଶନ ସ୍ଥଗିତ: ସାମ୍ନାକୁ ଆସିଲା ବଡ଼ କାରଣ

ଫ୍ଲୋରିଡା,୧୧।୬: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଏବଂ ଅନ୍ୟ ତିନି ଜଣ ମହାକାଶଚାରୀଙ୍କ ମହାକାଶ ‘ଆକ୍ସିଓମ୍‌-୪’ ମିଶନର ଲଞ୍ଚତ୍ଂ’ ପୁଣି ଥରେ ସ୍ଥଗିତ ରଖାଯାଇଛି। ଏହି ମିଶନ ଅଧୀନରେ ସେମାନଙ୍କୁ ଅନ୍ତର୍ଜାତୀୟ ମହାକାଶ ଷ୍ଟେଶନ (ISS) କୁ ପଠାଯିବାର ଥିଲା। ସ୍ପେସଏକ୍ସ କମ୍ପାନୀ ଏହି ସୂଚନା ଦେଇଛି।

ସ୍ପେସଏକ୍ସ କମ୍ପାନୀ କହିଛି ଯେ, ରକେଟର ଏକ ଅଂଶରେ ତରଳ ଅମ୍ଳଜାନ (LOx) ଲିକ ହୋଇଛି, ଯାହା ଯୋଗୁ ଲଞ୍ଚକୁ ସ୍ଥଗିତ ରଖାଯାଇଛି। ରକେଟର ଯାଞ୍ଚ ସମୟରେ ଏହି ଲିକ ମିଳିଥିଲା। ବର୍ତ୍ତମାନ ବୈଷୟିକ ଦଳ ଏହି ସମସ୍ୟାର ସମାଧାନ କରୁଛନ୍ତି। ମରାମତି ସମ୍ପୂର୍ଣ୍ଣ ନ ହେବା ଏବଂ ଲଞ୍ଚ ପାଇଁ ଅନୁମତି ନ ମିଳିବା ପର୍ଯ୍ୟନ୍ତ କୌଣସି ନୂତନ ତାରିଖ ଦିଆଯିବ ନାହିଁ।

ବହୁପ୍ରତୀକ୍ଷିତ ‘ଆକ୍ସିଓମ୍‌-୪’ ମିଶନର ଲଞ୍ଚତ୍ଂ ବୁଧବାର ଭାରତୀୟ ସମୟ ସା ୫.୩୦ରେ ଆମେରିକାର ଫ୍ଲୋରିଡାସ୍ଥିତ କେନେଡି ସ୍ପେସ୍‌ ସେଣ୍ଟରରୁ ଫାଲ୍‌କନ୍‌-୯ ରକେଟ ଯୋଗେ ହେବାର ଥିଲା। ଏହି ମିଶନ ସହ ଭାରତ ମହାକାଶ କ୍ଷେତ୍ରରେ ଇତିହାସ ରଚିଥାନ୍ତା। ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ତଥା ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ପହଥିଥାନ୍ତେ। ସେହିପରି ରାକେଶ ଶର୍ମାଙ୍କ ପରେ ମହାକାଶକୁ ଯିବାରେ ସେ ଦ୍ୱିତୀୟ ଭାରତୀୟ ହୋଇଥାନ୍ତେ। କିନ୍ତୁ ଏହାକୁ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?