Posted inଜାତୀୟ

ପାଣ୍ଠି ସଂଗ୍ରହ କରୁଥିବା ୧୦୦ରୁ ଅଧିକ ଟିଏମ୍‌ସି ନେତାଙ୍କ ନାମ ଶାହାଙ୍କୁ କହିଲେ ଶୁଭେନ୍ଦୁ…

ନୂଆଦିଲ୍ଲୀ, ୨।୮ : ପଶ୍ଚିମବଙ୍ଗର ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ମଙ୍ଗଳବାର ଭେଟିଛନ୍ତି। ଏହି ସମୟରେ ଶୁଭେନ୍ଦୁ ଅମିତ ଶାହାଙ୍କୁ ପାଣ୍ଠି ସଂଗ୍ରହ କରୁଥିବା ୧୦୦ ରୁ ଅଧିକ ଟିଏମ୍‌ସି ନେତାଙ୍କ ନାମ କହିଛନ୍ତି। ଯେଉଁମାନେ ଟିଏମସି ପାଇଁ ପାଣ୍ଠି ସଂଗ୍ରହ କରୁଛନ୍ତି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ଅଧିକ ପରିଶ୍ରମ କରିବାର ଆବଶ୍ୟକତା ରହିଛି ବୋଲି ଶୁଭେନ୍ଦୁ କହିଛନ୍ତି।

ଟିଏମ୍‌ସି ନେତା, ପଦାଧିକାରୀ ତଥା କେତେକ ଅଧିକାରୀ ଦୁର୍ନୀତିରେ ସାମିଲ ଥିବା ଶୁଭେନ୍ଦୁ ଅଭିଯୋଗ କରିଥିଲେ। ବୈଠକରେ ଭାଜପା ସଂଗଠନ ସହ ଜଡିତ ପ୍ରସଙ୍ଗ ମଧ୍ୟ ଉଠାଯାଇଥିଲା। ରାଜ୍ୟରେ ଭାଜପାକୁ କିପରି ମଜବୁତ କରାଯାଇପାରିବ ସେନେଇ ଉଭୟ ନେତା ଆଲୋଚନା କରିଥିଲେ।

ଏହି ବୈଠକରେ ଶୁଭେନ୍ଦୁଙ୍କ ତରଫରୁ ଯଥାଶୀଘ୍ର ସିଏଏ ନିୟମ ପ୍ରସ୍ତୁତ କରାଯାଉ ବୋଲି ମଧ୍ୟ ଦାବି କରାଯାଇଥିଲା। ଶିକ୍ଷିତ ଏବଂ ବେରୋଜଗାର ଯୁବବର୍ଗମାନଙ୍କୁ କିପରି ରୋଜଗାରର ସୁଯୋଗ ଯୋଗାଇ ଦିଆଯିବ ସେ ବିଷୟରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍ତ୍ତବ୍ୟ ପଥର ଉଦଘାଟନ କରିବେ ମୋଦି, ଇଣ୍ଡିଆ ଗେଟରେ ନେତାଜୀଙ୍କ ପ୍ରତିମାର ହେବ ଉନ୍ମୋଚନ

ନୂଆଦିଲ୍ଲୀ,୮ ।୯: ଆଜିଠାରୁ ବଦଳିଯିବ ରାଜପଥର ନାମ । ବିଜୟ ପଥ ଓ ଇଣ୍ଡିଆ ଗେଟ ଯେଉଁ ସଡ଼କକୁ ସଂଯୋଗ କରୁଛି ସେହି ରାଜପଥ ଆଜିଠାରୁ...

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି।...

ଯୋଜନା ଥିଲା ୧୯୯୩ ଭଳି ସିରିଜ୍‌ ବିସ୍ଫୋରଣ

ନୂଆଦିଲ୍ଲୀ, ୧୭।୯: ୧୯୯୩ ମସିହା ମାର୍ଚ୍ଚ ୧୨ ତାରିଖରେ ମୁମ୍ବାଇକୁ ଥରାଇ ଦେଇଥିଲା ସିରିଜ୍‌ ବସ୍ଫୋରଣ। ମୁମ୍ବାଇର ବିଭିନ୍ନ ସ୍ଥାନରେ ୧୨ ବୋମା ବିସ୍ଫୋରଣ ଅନେକଙ୍କ...

ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦି: ଜାକିର ନାଇକଙ୍କ ପ୍ରତ୍ୟର୍ପଣ ନେଇ ଆଲୋଚନା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତରୁ ପଳାୟନ କରିଥିବା ଜାକିର୍‌ ନାଇକଙ୍କ ପ୍ରତ୍ୟର୍ପଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମାଲେସିଆ ପ୍ରତିପକ୍ଷ ମହାତିର୍‌ ବିନ୍‌ ମହମ୍ମଦଙ୍କ ସହିତ ଆଲୋଚନା...

ଛତିଶଗଡ଼ର ଶିମ୍‌ଲା ମୈନପାଟ

ଛତିଶଗଡ଼ର ସୁର୍‌ଗୁଜା ଜିଲା ଅନ୍ତର୍ଗତ ମୈନପାଟରେ ଶିମ୍‌ଲା ଭଳି ପରିବେଶ ଓ ଜଳବାୟୁ ଅନୁଭୂତ ହେବା ସହିତ ବିଭିନ୍ନ ଆକର୍ଷଣୀୟ ଦର୍ଶନୀୟସ୍ଥାନ ସବୁ ଦେଖିବାକୁ ମିଳିଥାଏ।...

ରିକ୍ସା ଚାଳକଙ୍କ ଝିଅ ବିବାହରେ ଶୁଭେଚ୍ଛା ବାର୍ତ୍ତା ପଠାଇଲେ ମୋଦି

ବାରାଣସୀ,୧୬।୨: ଉତ୍ତରପ୍ରଦେଶ ବାରାଣସୀର ରିକ୍ସା ଚାଳକ ମଙ୍ଗଳ କେବଟଙ୍କ ଘରେ ଝିଅ ବାହାଘର ପାଇଁ ଖୁସିର ପରିବେଶ ସୃଷ୍ଟି ହୋଇଛି। ଆଉ ଏହି ଖୁସି ଏବେ...

ଆଇସିୟୁରେ ରାମ ବିଳାସ ପାସଓ୍ବାନ: ଆସନ ଭାଗଭଣ୍ଟା ବୈଠକରେ ଯୋଗ ଦେବେନି ଚିରାଗ

ନୂଆଦିଲ୍ଲୀ, ୨୦।୯: କେନ୍ଦ୍ରୀୟ ଖାଉଟି ଓ ଯୋଗାଣ ମନ୍ତ୍ରୀ ରାମ ବିଳାସ ପାସଓ୍ବାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଚିକିତ୍ସା ଜାରି ରହିଛି। ତେଣୁ ବିହାର...

ପ୍ରଥମ ଦିନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ଡାକିଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକରେ ଶୁକ୍ରବାର କାର୍ଯ୍ୟଭାର ସମ୍ଭାଳିଛନ୍ତି। ଆଉ ଏହା ପରେପରେ ସେ ତୁରନ୍ତ ବରିଷ୍ଠ ଅଧିକାରୀମାନଙ୍କ ସହ...

Advertisement
Archives

Model This Week