Posted inଖେଳ

ହସ୍ପିଟାଲଲରୁ ଡିସ୍‌ଚାର୍ଜ ହେଲେ ଶୁବମନ

କୋଲକାତା,୧୬ା୧୧: ଭାରତ ଅଧିନାୟକ ଶୁବମନ ଗିଲ୍‌ ରବିବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ହେଲେ ସେ ଗୌହାଟି ଯିବେ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ।

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟର ଦ୍ୱିତୀୟ ଦିବସରେ ଶୁବମନ ସ୍ପିନର ସିମନ ହାର୍ମରଙ୍କ ବୋଲିଂରେ ଚୌକା ପାଇଁ ସୁଇପ୍‌ ଶଟ୍‌ ଖେଳୁଥିବା ବେଳେ ବେକରେ ଯନ୍ତ୍ରଣା ଅନୁଭବ କରିଥିଲେ। ଟିମ୍‌ର ମେଡିକାଲ ଷ୍ଟାଫ୍‌ଙ୍କ ଦ୍ୱାରା ପ୍ରାଥମିକ ଚିକିତ୍ସା ପରେ ସେ ରିଟାୟର୍ଡ ହଟ୍‌ ଭାବେ ପଡ଼ିଆ ଛାଡ଼ିଥିଲେ।

ତାଙ୍କୁ ଷ୍ଟ୍ରେଚରରେ ଆମ୍ବୁଲାନ୍ସ ସହାୟତାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗିଲ୍‌ଙ୍କ ଅନୁପସ୍ଥିତିରେ ଉପ ଅଧିନାୟକ ରିଷଭ ପନ୍ତ ଭାରତୀୟ ଦଳର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

ସିଡିପିଓଙ୍କ କାର୍ଯ୍ୟାଳୟ ଆଗରେ ଔଷଧ ପୋଡ଼ି, ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ

ମହାକାଳପଡ଼ା, ୩୦ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗ୍ରାମାଞ୍ଚଳରେ ବସବାସ କରୁଥିବା କିଶୋରୀ ବାଳିକାମାନଙ୍କର ଶାରୀରିକ, ମାନସିକ, ସ୍ବାସ୍ଥ୍ୟ ଅଭିବୃଦ୍ଧି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri