ସାରା ତେନ୍ଦୁଲକରଙ୍କୁ ଧୋକା ଦେଲେ ଶୁବମନ ଗିଲ୍‌! ଏହି ଅଭିନେତ୍ରୀଙ୍କୁ କରୁଛନ୍ତି ଡେଟ୍‌

ନୂଆଦିଲ୍ଲୀ,୭।୨: ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ଶୁବମନ ଗିଲ୍‌ ଓ କ୍ରିକେଟ୍‌ ଦିଗଗଜ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ମଧ୍ୟରେ ଥିବା ସମ୍ପର୍କ ଆଉ କାହାକୁ ଅଛପା ନାହିଁ। ଗତ ବିଶ୍ୱକପ୍‌ ମଧ୍ୟରେ ବି ଏହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ବର୍ତ୍ତମାନ ଜଣାପଡିଛି କି, ଦୁହିଁଙ୍କ ମଧ୍ୟରେ ସେମିତି କିଛି ସମ୍ପର୍କ ନାହିଁ। ଶୁବମନ ଆଉ ଜଣଙ୍କୁ ଡେଟ୍‌ କରୁଛନ୍ତି। ତେବେ ଏହା କଣ ସତ? କାହା ଯୋଗୁ ଦୁହିଁଙ୍କ ମଧ୍ୟରେ ଏହି ସମ୍ପର୍କ ଭାଙ୍ଗିଲା ଆସନ୍ତୁ ଜାଣିବା।

ବହୁଦିନ ଧରି ଚର୍ଚ୍ଚା ଲାଗି ରହିଛି କି, ଗିଲ୍‌ଙ୍କ ସହ ସାରାଙ୍କ ବ୍ରେକଅପ୍‌ ହୋଇଯାଇଛି। ଏହି ଚର୍ଚ୍ଚାକୁ ଆହୁରି ଖୋରାକ ଯୋଗାଇଛି ଗିଲ୍‌ଙ୍କ ଲଣ୍ଡନ ଛୁଟି। ବିଶ୍ୱକପ ପରାଜୟ ପରେ ଗିଲ୍‌ ଛୁଟି କାଟିବାକୁ ଲଣ୍ଡନ ଯାଇଥିଲେ। ଯେଉଁଠାରେ ତାଙ୍କୁ ଆଉ ଜଣେ ଅଭିନେତ୍ରୀଙ୍କ ସହ ବୁଲୁଥିବାର ନଜର ଆସିଥିଲେ। ଯାହାକୁ ନେଇ ଚର୍ଚ୍ଚା ହୋଇଥିଲା କି, ଗିଲ୍‌ ସାରାଙ୍କୁ ଧୋକା ଦେଉଛନ୍ତି। ସେମାନେ ଆଉ ରିଲେଶନଶିପ୍‌ରେ ନାହାନ୍ତି।

ସୂଚନାଥାଉ କି, ଲଣ୍ଡନରେ ଛୁଟି କାଟୁଥିବାବେଳେ ଗିଲ୍‌ ଅଭିନେତ୍ରୀ ଅଭନୀତ କୌରଙ୍କ ସହ ନଜର ଆସିଥିଲେ। ଦୁହିଁଙ୍କ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ ଦୁହିଁଙ୍କ ଭାଇରାଲ ଫଟୋ ଯୋଗୁ ସାରା ଓ ଗିଲ୍‌ଙ୍କ ବ୍ରେକଅପ୍‌ ହୋଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?