ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ପ୍ରଥମେ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ସେ ଡେଟ୍‌ କରୁଥିବା କୁହାଯାଇଥିଲା। ହେଲେ ଏବେ ସମ୍ପର୍କରେ ଦୂରତା ଆସିଯାଇଛି। ଏହା ପଛରେ ଜଣେ ଅଭିନେତ୍ରୀ ଥିବା କୁହାଯାଉଛି।

Avneet With Team

ଦୁବାଇରେ ଖେଳ ଦେଖିବାକୁ ଯାଇଥିଲେ ସେହି ଅଭିନେତ୍ରୀ। ଯାହାକୁ ନେଇ ଗିଲଙ୍କ ସହ ତାଙ୍କର ନାମକୁ ଯୋଡ଼ା ଯାଉଛି। ସେ ହେଲେ ଟେଲି ଅଭିନେତ୍ରୀ ଅବନୀତ କୌର। ସେ ଗତ ଜନ୍ମଦିନରେ ଗିଲଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହାପୂର୍ବରୁ ଦୁହେଁ ଏକାଠି ନଜର ଆସିଛନ୍ତି। ଫଳରେ ପ୍ରଶଂସକମାନେ ସାରାଙ୍କ ସହ ତାଙ୍କ ସମ୍ପର୍କ ତିକ୍ତତା ପଛରେ ଅବନୀତ ଥିବା କହୁଛନ୍ତି।

Avneet And Shubman Gill

ଗିଲଙ୍କ ନାମ ପୂର୍ବରୁ ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ସହ ଯୋଡ଼ାଯାଇଛି। ହେଲେ କେବଳ ନାଁ ସମାନ ଯୋଗୁ ଉଭୟଙ୍କୁ ନେଇ ଗୁଜବ ସୃଷ୍ଟି ହୋଇଥିବା ସେ କହିଥିଲେ। ସେହିଭଳି ଟେଲିଭିଜନ ଅଭିନେତ୍ରୀ ରିଦ୍ଧିମା ପଣ୍ଡିତଙ୍କ ସହ ଗିଲଙ୍କ ବିବାହ ନେଇ ଖବର ଆସିଥିଲା। ପରେ ଅଭିନେତ୍ରୀ ଏହାକୁ ଖଣ୍ଡନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri