ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ ଜୀବନ ଅତିବାହିତ କରୁଛନ୍ତି। ଏବେ ଓପନର ଶୁବମନ ଗିଲ ମଧ୍ୟ ଏଭଳି କିଛି କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ପ୍ରଥମେ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ସେ ଡେଟ୍‌ କରୁଥିବା କୁହାଯାଇଥିଲା। ହେଲେ ଏବେ ସମ୍ପର୍କରେ ଦୂରତା ଆସିଯାଇଛି। ଏହା ପଛରେ ଜଣେ ଅଭିନେତ୍ରୀ ଥିବା କୁହାଯାଉଛି।

Avneet With Team

ଦୁବାଇରେ ଖେଳ ଦେଖିବାକୁ ଯାଇଥିଲେ ସେହି ଅଭିନେତ୍ରୀ। ଯାହାକୁ ନେଇ ଗିଲଙ୍କ ସହ ତାଙ୍କର ନାମକୁ ଯୋଡ଼ା ଯାଉଛି। ସେ ହେଲେ ଟେଲି ଅଭିନେତ୍ରୀ ଅବନୀତ କୌର। ସେ ଗତ ଜନ୍ମଦିନରେ ଗିଲଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହାପୂର୍ବରୁ ଦୁହେଁ ଏକାଠି ନଜର ଆସିଛନ୍ତି। ଫଳରେ ପ୍ରଶଂସକମାନେ ସାରାଙ୍କ ସହ ତାଙ୍କ ସମ୍ପର୍କ ତିକ୍ତତା ପଛରେ ଅବନୀତ ଥିବା କହୁଛନ୍ତି।

Avneet And Shubman Gill

ଗିଲଙ୍କ ନାମ ପୂର୍ବରୁ ବଲିଉଡ ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ସହ ଯୋଡ଼ାଯାଇଛି। ହେଲେ କେବଳ ନାଁ ସମାନ ଯୋଗୁ ଉଭୟଙ୍କୁ ନେଇ ଗୁଜବ ସୃଷ୍ଟି ହୋଇଥିବା ସେ କହିଥିଲେ। ସେହିଭଳି ଟେଲିଭିଜନ ଅଭିନେତ୍ରୀ ରିଦ୍ଧିମା ପଣ୍ଡିତଙ୍କ ସହ ଗିଲଙ୍କ ବିବାହ ନେଇ ଖବର ଆସିଥିଲା। ପରେ ଅଭିନେତ୍ରୀ ଏହାକୁ ଖଣ୍ଡନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାରୁ ଆରମ୍ଭ, ସ୍ୱାର୍ଥରେ ଶେଷ

ଏବକାର ଭାରତରେ ରାଜନୀତିଜ୍ଞମାନେ ଇଂଲିଶ ଅକ୍ଷର ଏସ୍‌(S)କୁ ଜପାମାଳି କରି ଦେଇଛନ୍ତି। ଏହା ମାଧ୍ୟମରେ ସେମାନେ ଦେଶସେବା କରିବାର ଛଳନା କରୁଛନ୍ତି। ପ୍ରତ୍ୟେକ ସ୍ଲୋଗାନ, ପ୍ରତ୍ୟେକ ଯୋଜନା,…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି…

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri