Posted inଖେଳ

ବାଲାଂଦେଶ ବୋଲର୍‌ଙ୍କୁ ଘାଇଲା କଲେ ଶୁଭମନ

ଚଟ୍ଟଗ୍ରାମ, ୧୬।୧୨: ବାଲାଂଦେଶ ବିପକ୍ଷ ଚଟ୍ଟଗ୍ରାମ ଟେଷ୍ଟର ଦ୍ୱିତୀୟ ପାଳିରେ ଚମକିଛନ୍ତି ଭାରତୀୟ ଯୁବ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ। ସେ ୧୪୭ ବଲ୍‌ରେ ନିଜର ଟେଷ୍ଟ କ୍ୟାରିୟରର ପ୍ରଥମ ଶତକ ମାରିବାରେ ସଫଳ ହୋଇଛନ୍ତି। ଏଥିରେ ତାଙ୍କର ୧୦ ଚୌକା ଏବଂ ୨ ଛକା ରହିଥିଲା। ତେବେ ୧୨ ଟେଷ୍ଟର ୨୩ ଇନିଂସ ଖେଳିବା ପରେ ଶୁଭମନ ଏହି ସଫଳତା ହାସଲ କରିଛନ୍ତି।

୨୦୨୦ ଡିସେମ୍ବରରେ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ ଶୁଭମନ। ଏହାପରେ ସେ ୪ ଅର୍ଦ୍ଧଶତକ ହାସଲ କରିଥିଲେ। ଏବେ ବାଲାଂଦେଶ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଶୁଭମନ ୨୦ ରନ୍‌ କରି ଉଇକେଟ ହରାଇଥିଲେ। ହେଲେ ଦ୍ୱିତୀୟ ଇନିଂସରେ ସେ ନିଜର ପ୍ରଥମ ଶତକ ମାରିଛନ୍ତି।

ଏଯାବତ ଶୁଭମନ ୧୨ ଟେଷ୍ଟର ୨୩ ଇନିଂସରେ ହାରାହାରି ୩୩.୭୬ ଅନୁପାତରେ ୭୦୯ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri