Posted inଖେଳ

ଶୁବମନଙ୍କୁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ,୧୨ା୩: ନିକଟରେ ଚାମ୍ପିୟନ୍ସ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ଦଳର ଷ୍ଟାର ଓପ୍‌ନର ଶୁବମନ ଗିଲ୍‌ଙ୍କୁ ବୁଧବାର ଫେବୃଆରୀ ମାସ ପାଇଁ ଆଇସିସି ମେନ୍ସ ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ କରାଯାଇଛି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ୍‌ ଓ ନ୍ୟୁଜିଲାଣ୍ଡର ଗ୍ଲେନ୍‌ ଫିଲିପ୍ସଙ୍କୁ ପଛରେ ପକାଇ ଗିଲ୍‌ ଏହି ପୁରସ୍କାର ଜିତିଛନ୍ତି। ଗତମାସରେ ଗିଲ୍‌ ୮ ଦିନିକିଆ ମ୍ୟାଚ୍‌ରେ ୧୦୧.୫୦ ଆଭରେଜ୍‌ ଓ ୯୪.୧୯ ଷ୍ଟ୍ରାଇକ୍‌ରେଟ୍‌ରେ ୪୦୬ ରନ୍‌ କରିଥିଲେ। ଏଥିରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ୩ ମ୍ୟାଚ୍‌ବିଶିଷ୍ଟ ସିରିଜ୍‌ ବି ସାମିଲ ରହିଛି। ସେ ନାଗପୁରରେ ୮୭, କଟକରେ ୬୦ ଓ ଅହମ୍ମଦାବାଦରେ ୧୧୨ ରନ୍‌ କରିଥିଲେ। ଏହାପରେ ଚାମ୍ପିୟନ୍ସ ଟ୍ରଫିରେ ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୧୦୧ ରନ୍‌ର ଇନିଂସ ଖେଳିଥିଲେ। ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ୪୬ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri