Posted inଖେଳ

ସେପ୍ଟେମ୍ବରରେ ଶୁବମନ ଗିଲ୍‌ ଶ୍ରେଷ୍ଠ କ୍ରିକେଟର

ନୂଆଦିଲ୍ଲୀ,୧୩।୧୦: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ବିଶ୍ୱକପ୍‌ ମ୍ୟାଚ ପୂର୍ବରୁ ଶୁବମନ ଗିଲ୍‌ ଆଇସିସି ପୁରସ୍କାର ନିଜ ନାଁରେ କରିଛନ୍ତି। ସେପ୍ଟେମ୍ବର ମାସର ଶ୍ରେଷ୍ଠ ପୁରୁଷ କ୍ରିକେଟର ଭାବେ ତାଙ୍କୁ ମନୋନୀତ କରାଯାଇଛି। ସେପ୍ଟେମ୍ବରରେ ଦିନିକିଆ ହାରାହାରି ୮୦ରେ ୪୮୦ ରନ ସ୍କୋର କରି ଏହି ରେକର୍ଡ କରିଛନ୍ତି। ଗିଲ୍‌ଙ୍କ ବ୍ୟତୀତ ମହମ୍ମଦ ସିରାଜ ଏବଂ ଡେଭିଡ ମାଲାନ ମଧ୍ୟ ଏହି ପୁରସ୍କାର ପାଇବା ପାଇଁ ଦୌଡ଼ରେ ଥିଲେ, କିନ୍ତୁ ଶେଷରେ ଗିଲ୍‌ ବାଜି ମାରିନେଇଛନ୍ତି। ଏହି ପୁରସ୍କାର ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ତାଙ୍କ ଆତ୍ମବିଶ୍ୱାସ ବଢାଇବ।

ଓପନିଂ ବ୍ୟାଟ୍ସମ୍ୟାନ ଏସିଆ କପରେ ହାରାହାରି ୭୫.୫ରେ ୩୦୨ରନ ସଂଗ୍ରହ କରିଥିଲେ, ଯେଉଁଥିରେ ଫାଇନାଲରେ କରିଥିବା ଅପରାଜିତ ୨୭ ରନ୍‌ ସାମିଲ ଥିଲା। ଫାଇନାଲରେ ଭାରତ ଶ୍ରୀଲଙ୍କାକୁ ୧୦ ଉଇକେଟ୍‌ରେ ପରାସ୍ତ କରିଥିଲା। ଏହି ଟୁର୍ନାମେଣ୍ଟରେ ଗିଲ୍‌ ସର୍ବାଧିକ ରନ ସ୍କୋରର ହୋଇଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଦୁଇଟି ଇନିଂସରେ ୧୭୮ରନ ସ୍କୋର କରି ଗିଲ୍‌ ମାସର ସର୍ବଶ୍ରେଷ୍ଠ ଭାବରେ ତାଙ୍କର ଦାବିକୁ ଆହୁରି ଦୃଢ କରିଥିଲେ। ଏହା ସହିତ ସେ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତିର ସଙ୍କେତ ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri