Posted inଖେଳ

IPL 2025: କୋହଲିଙ୍କୁ ପଛରେ ପକାଇଲେ ଗିଲ

ନୂଆଦିଲ୍ଲୀ,୧୯ା୫: ଚଳିତ ଆଇପିଏଲ୍‌ରେ ଜବରଦସ୍ତ ଫର୍ମରେ ଥିବା ଗୁଜରାଟ ଟାଇଟନ୍ସ (ଜିଟି) ଅଧିନାୟକ ଶୁବମନ ଗିଲ ରବିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷ ମ୍ୟାଚ୍‌ରେ ଟି୨୦ କ୍ୟାରିୟରରେ ୫ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମ୍ୟାଚ୍‌ରେ ଗିଲ ୫୩ ବଲରେ ୩ ଚୌକା ଓ ୭ ଛକା ସହିତ ଅପରାଜିତ ୯୩ ରନ କରିଥିଲେ।

ଏହି ଅବସରରେ ଟି୨୦ ଫର୍ମାଟରେ ୫ ହଜାର ରନ ପୂରଣ କରିଥିବା ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ସେ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। କୋହଲି ୧୬୭ତମ ଇନିଂସରେ ଏହି ମାଇଲଖୁଣ୍ଟରେ ପହଞ୍ଚିଥିବା ବେଳେ ଗିଲ ୧୫୪ତମ ଇନିଂସରେ ୫ ହଜାର ପୁରଣ କରିଛନ୍ତି।

ତେବେ ଟି୨୦ କ୍ରିକେଟରେ ୫୦୦୦ ରନ ପୂରଣ କରିବାରେ ଲୋକେଶ ରାହୁଲ ଦ୍ରୁତତମ ଭାରତୀୟ। ସେ ୧୪୩ ଇନିଂସରେ ଏହି ସଫଳତା ପାଇଥିଲେ। ଟି୨୦ରେ ଦ୍ରୁତ ୫ ହଜାର ରନ କରିବାର ରେକର୍ଡ କ୍ରିସ ଗେଲ(୧୩୨ ଇନିଂସ)ଙ୍କ ନାମରେ ରହିଛି। ଏହି ତାଲିକାରେ ତାଙ୍କ ପଛକୁ ରାହୁଲ (୧୪୩), ଶନ ମାର୍ଶ (୧୪୪), ଡେଭନ କନଓ୍ବେ (୧୪୪), ବାବର ଆଜମ (୧୪୫) ଓ ଗିଲ (୧୫୪) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri