Posted inଖେଳ

ଗିଲଙ୍କ ଅସୁସ୍ଥତା ଯୋଗୁ ଚମକିଲା ଏହି କ୍ରିକେଟରଙ୍କ ଭାଗ୍ୟ, ମିଳିବ ବିଶ୍ୱକପ୍‌ ଟିମ୍‌ରେ ଏଣ୍ଟ୍ରି

ନୂଆଦିଲ୍ଲୀ,୬।୧୦: ବିଶ୍ୱକପ୍‌ ୨୦୨୩ରେ ନିଜର ଯାତ୍ରା ଆରମ୍ଭ କରିବା ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ବଡ଼ ଝଟ୍‌କା। ଓପନିଂ ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ ଡେଙ୍ଗୁରେ ପୀଡ଼ିତ ହୋଇଥିବା ଯୋଗୁ ପ୍ରଥମ ମ୍ୟାଚ୍‌ରେ ଖେଳିବା ଅସମ୍ଭବ ବୋଲି କୁହାଯାଉଛି। ଏନେଇ ଜଣାପଡ଼ିବା ପରେ ବିକଳ୍ପ ସୂରୂପ ଈଶାନ କିଶନଙ୍କ ଏଣ୍ଟ୍ରି ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।

ଈଶାନ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ବାଦ୍‌ ପଡ଼ିବା ଏକପ୍ରକାର ନିଶ୍ଚିତ ଥିଲା। ହେଲେ ଶୁଭମନଙ୍କ ଅସୁସ୍ଥତା ଯୋଗୁ ସେ ଓପନର ଭାବେ ଖେଳିପାରନ୍ତି। ଯଦି ଏପରି ହୁଏ ତେବେ ଅଷ୍ଟ୍ରେଲିଆ ବିପକ୍ଷରେ ରୋହିତଙ୍କ ସହ ସେ ଓପନିଂ କରୁଥିବା ନଜର ଆସିବେ। ଈଶାନ ବାମହାତୀ ବ୍ୟାଟ୍ସମ୍ୟାନ୍‌ ହୋଇଥିବାରୁ ବିରୋଧୀ ଦଳକୁ ଅଡ଼ୁଆରେ ପକାଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri