Posted inଖେଳ

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର କାମିନ୍ଦୁ ମେଣ୍ଡିସଙ୍କ ଏହି କ୍ୟାଚକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଶ୍ରୀଲଙ୍କାର ପ୍ରଥମ ଇନିଂସର ୧୭ତମ ଓଭରର ପ୍ରଥମ ବଲ୍‌ରେ କାମିନ୍ଦୁ ମେଣ୍ଡିସ୍ ଆଗକୁ ଆସି ଶଟ୍ ଖେଳିଥିଲେ। ବଲ୍‌ଟି ତଳକୁ ଆସୁଥିବା ବେଳେ ଗିଲ୍ ନିଜ ବାମପଟକୁ ଲମ୍ବା ଡାଇଭ୍ ମାରି ଗୋଟିଏ ହାତରେ ଅସାଧାରଣ କ୍ୟାଚ୍ ଧରିଥିଲେ। ଏହି କ୍ୟାଚ୍ ଏତେ ଦ୍ରୁତ ଓ ଚମତ୍କାର ଥିଲା ଯେ ବିଭିନ୍ନ କ୍ୟାମେରା ଆଙ୍ଗଲ୍‌ରୁ ଦେଖିଲେ ମଧ୍ୟ ଗିଲଙ୍କ ଫିଲ୍ଡିଂର ପ୍ରଶଂସା ନକରି ରହିହେବ ନାହିଁ। ଗିଲଙ୍କ ଏହି କ୍ୟାଚ୍‌ରେ କୁଲଦୀପ ଯାଦବଙ୍କୁ ପ୍ରଥମ ୱିକେଟ୍ ମିଳିଥିଲା।

ଗିଲଙ୍କ ଏହି ଚମତ୍କାର କ୍ୟାଚ୍‌ରେ କୁଲଦୀପ ଯାଦବଙ୍କୁ ତାଙ୍କ ପ୍ରଥମ ୱିକେଟ୍ ମିଳିଥିଲା। କାମିନ୍ଦୁ ମେଣ୍ଡିସ୍ ୧୪ ରନ୍ କରି ପାଭିଲିୟନ୍ ଫେରିଥିଲେ । ସେ ଆଉଟ୍ ହେବା ସମୟରେ ଶ୍ରୀଲଙ୍କାର ସ୍କୋର ୫୯ ରନ୍ ଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri