Odisha Elections 2024
Posted inଖେଳ

ଶୁଭମନ ଗିଲଙ୍କୁ ଡେଙ୍ଗୁ: ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ ଖେଳିବା ନେଇ ସନ୍ଦେହ

ଚେନ୍ନାଇ,୬।୧୦: ବିଶ୍ୱକପ ୨୦୨୩ ଆରମ୍ଭ ହୋଇଛି। ଅକ୍ଟୋବର ୮ରେ ଭାରତର ପ୍ରଥମ ମ୍ୟାଚ ଅଷ୍ଟ୍ରେଲିଆ ବିପକ୍ଷରେ ଅଛି। ଏହା ପୂର୍ବରୁ ଭାରତୀୟ ଦଳକୁ ଏକ ଝଟ୍‌କା ଲାଗିଛି। ଓପନର୍‌ ଶୁବମାନ ଗିଲ ଡେଙ୍ଗୁରେ ପୀଡିତ ଅଛନ୍ତି। ଶୁଭମାନ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ଖେଳିବା ସନ୍ଦେହ ରହିଛି। କିନ୍ତୁ ବର୍ତ୍ତମାନ ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲରୁ କୌଣସି ସୂଚନା ଦିଆଯାଇ ନାହିଁ।
ଚେନ୍ନାଇରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମ୍ୟାଚ ଖେଳାଯିବ। ଏହା ପୂର୍ବରୁ ଟିମ ଇଣ୍ଡିଆ ଏମ ଚିଦାମ୍ବରମ ଷ୍ଟାଡିୟମରେ ଅଭ୍ୟାସ କରୁଛି। କିନ୍ତୁ ଶୁଭମାନ ଅଭ୍ୟାସରେ ଯୋଗ ଦେଇ ନାହାଁନ୍ତି। ଗିଲ୍‌ଙ୍କ ଡେଙ୍ଗୁ ପରୀକ୍ଷା କରାଯାଇଛି, ଯାହା ପଜିଟିଭ୍‌ ହୋଇଛି। ବର୍ତ୍ତମାନ ଶୁଭମାନ ପରିଚାଳନା ଏବଂ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ଶୁକ୍ରବାର ତାଙ୍କର ପୁଣି ପରୀକ୍ଷା କରାଯିବ। ଯଦି ଶୁଭମାନ ଭଲ ଥାନ୍ତି ତେବେ ଖେଳିବାର ସମ୍ଭାବନା ରହିଛି। କିନ୍ତୁ ଯଦି ସେ ସୁସ୍ଥ ନ ହୁଅନ୍ତି ତେବେ ସେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ମ୍ୟାଚରୁ ବାଦ ପଡିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ...

ବକ୍ସର ପରବିନଙ୍କୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୧୮ା୫ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜୟୀ ବକ୍ସର ପରବିନ ହୁଦା ତାଙ୍କ ପ୍ୟାରିସ ଅଲିମ୍ପିକ କୋଟା ହରାଇ ପାରନ୍ତି। ସେ ୧୨ମାସ ମଧ୍ୟରେ...

ଆଜି ଆର୍‌ସିବି-ସିଏସ୍‌କେ ମହାମୁକାବିଲା: ମ୍ୟାଚ ବାତିଲ ହେଲେ ଏହି ଦଳକୁ ଫାଇଦା

ବେଙ୍ଗାଲୁରୁ, ୧୮।୫ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଏଥିରେ ପରସ୍ପରର ମୁକାବିଲା କରିବେ ରୟାଲ ଚ୍ୟାଲେଞ୍ଜର୍ସ...

‘ଅବସର ନିଷ୍ପତ୍ତି ସ୍ବତଃପ୍ରବୃତ୍ତ ଥିଲା’

ନୂଆଦିଲ୍ଲୀ, ୧୮।୫ : ଖେଳିବା ସମୟରୁ ଭାରତୀୟ ଫୁଟ୍‌ବଲରେ ଲିଭିଂ ଲିଜେଣ୍ଡର ମାନ୍ୟତା ପାଉଥିବା ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣାକୁ ନେଇ ଚର୍ଚ୍ଚା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri