ଫିଲ୍ମ ସ୍ପାଇଡର୍‌-ମ୍ୟାନରେ ଭଏସ୍‌ ଦେଉଛନ୍ତି ଶୁବମାନ ଗିଲ

ନୂଆଦିଲ୍ଲୀ,୮।୫: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମାନ ଗିଲଙ୍କ ନାମ ପ୍ରାୟତଃ ଚର୍ଚ୍ଚାରେ ଥାଏ। ତେବେ ଏଥର ସେ ସମ୍ପୂର୍ଣ୍ଣ ଭିନ୍ନ କାରଣରୁ ହେଡଲାଇନରେ ଅଛନ୍ତି। ବର୍ତ୍ତମାନର ଭାରତୀୟ ଦଳର ସେ ହେଉଛନ୍ତି ପ୍ରଥମ ଖେଳାଳି ଯିଏକି ଏକ ଲୋକପ୍ରିୟ ହଲିଉଡ ଫ୍ରାଞ୍ଚାଇଜରେ ସ୍ବର ଦେଇଛନ୍ତି। ଏହା କରି ଶୁଭମାନ ଗିଲ ବଲିଉଡ ତାରକାଙ୍କ ମାର୍କେଟକୁ ଡାଉନ କରିଦେବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଅଭିନେତା ରଣବୀର ସିଂଙ୍କ ପରି ଅଭିନେତାମାନେ ପ୍ରସିଦ୍ଧ ଚଳଚ୍ଚିତ୍ର ‘ଡେଡପୁଲ’ ପାଇଁ ସ୍ବର ଦେଇଛନ୍ତି, ଏବଂ ଅନେକ ହଲିଉଡ ଚଳଚ୍ଚିତ୍ରରେ ସ୍ବର ଦେବା ପାଇଁ ବଲିଉଡ ତାରକାଙ୍କ ସ୍ବର ହେଉଛି ପ୍ରଥମ ପସନ୍ଦ। କିନ୍ତୁ ଏଥର ଜଣେ କ୍ରିକେଟରଙ୍କ ପ୍ରବେଶ ଆଶ୍ଚର୍ଯ୍ୟଜନକ ଅଟେ।

ଯୁବ କ୍ରିକେଟର ‘ସ୍ପାଇଡର୍‌-ମ୍ୟାନ: ଆକ୍ରୋସ ଦ ସ୍ପାଇଡର୍‌-ଭର୍ସ’ର ହିନ୍ଦୀ ଏବଂ ପଞ୍ଜାବୀ ସଂସ୍କରଣ ପାଇଁ ସ୍ବର ଦେଉଛନ୍ତି। ଏହି ଚଳଚ୍ଚିତ୍ରଟି ଜୁନ୍‌ ୨ରେ ପ୍ରେକ୍ଷାଳୟରେ ୧୦ଟି ଭାଷାରେ ମୁକ୍ତିଲାଭ କରିବ। ନିକଟରେ ଫିଲ୍ମ ସମାଲୋଚକ ତାରନ ଆଦର୍ଶ ଟୁଇଟରରେ ଏକ ଭିଡିଓ ଶେୟାର କରି ଲେଖିଛନ୍ତି, କ୍ରିକେଟର ଶୁବମାନ ଗିଲ ସ୍ପାଇଡର-ମ୍ୟାନର ସ୍ବର ଦେଉଛନ୍ତି। ଯୁବ କ୍ରିକେଟର ହିନ୍ଦୀ ଏବଂ ପଞ୍ଜାବୀ ସଂସ୍କରଣ ପାଇଁ ଡବିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ନିଠାରି ମାମଲାର ଅଭିଯୁକ୍ତ ସୁରେନ୍ଦ୍ର କୋଲି (ମୂଳତଃ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗର/ନୋଏଡା ନିବାସୀ) ହରିଦ୍ୱାରରେ ଝୁଲନ୍ତା ଅବସ୍ଥାରେ ମିଳିଛନ୍ତି। ଖବର ଅନୁଯାୟୀ, ଏହି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?