Posted inଖେଳ

ଶୁବମନ ଆହତ

ନୂଆଦିଲ୍ଲୀ, ୧।୭(ପି.ଟି.)- ଟିମ୍‌ ଇଣ୍ଡିଆ ଓପନର ଶୁବମନ ଗିଲ୍‌ ଆହତ ହୋଇଛନ୍ତି। ତେଣୁ ସେ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଖେଳିବା ସମ୍ଭାବନା କମ୍‌। ତାଙ୍କ ଆହତ ସମସ୍ୟା ସମ୍ପର୍କରେ କିଛି ସ୍ପଷ୍ଟ କରାଯାଇନାହିଁ। ତେବେ ଷ୍ଟାଣ୍ଡବାଇ ଖେଳାଳି ଅଭିମନ୍ୟୁ ଇଶ୍ୱରନଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇଛି। ”ସିରିଜ ଆରମ୍ଭ ହେବାକୁ ଏକମାସ ବାକିଥିଲେ ହେଁ ଶୁବମନ ଓହରି ଯିବା ସମ୍ଭାବନା ରହିଛି। ତାଙ୍କ ଆହତାବସ୍ଥା ଗୁରୁତର ଥିବା ଜାଣିବାକୁ ମିଳିଛି“ ବୋଲି ଜଣେ ସିନିୟର ବିସିସିଆଇ କର୍ମକର୍ତ୍ତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri