ରାଶି ଚକ୍ରରେ ଶୁକ୍ର ଚଳନ: ଆସନ୍ତା ୨୪ ଦିନ ଏହି ୫ ରାଶିର ବଢ଼ିବ ଧନ ଓ ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୁଖ-ସୁବିଧା, ପ୍ରେମ ଏବଂ ଅପାର ଧନର କାରକ ଗ୍ରହ ‘ଶୁକ୍ର’ ଶନିବାର ଅର୍ଥାତ୍ ୨୦ ଡିସେମ୍ବର ସକାଳ ୭ଟା ୩୧ ମିନିଟରେ ଧନୁ ରାଶିରେ ପ୍ରବେଶ କରିଛନ୍ତି। ଏହା ୨୦୨୫ ବର୍ଷର ଶେଷ ଗୋଚର। ଆସନ୍ତା ୨୪ ଦିନ ପର୍ଯ୍ୟନ୍ତ (୧୩ ଜାନୁଆରୀ ୨୦୨୬ ଯାଏଁ) ଶୁକ୍ର ଏହି ରାଶିରେ ରହିବେ। ଏହି ସମୟ ମଧ୍ୟରେ ୫ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ବଡ଼ ସକାରାତ୍ମକ ପରିବର୍ତ୍ତନ ସହ ଆର୍ଥିକ ଉନ୍ନତିର ପ୍ରବଳ ଯୋଗ ରହିଛି।

ଏହି ୫ ରାଶି ଉପରେ ପଡ଼ିବ ଶୁଭ ପ୍ରଭାବ:
ମେଷ ରାଶି: ଶୁକ୍ରଙ୍କ ପ୍ରଭାବରେ କ୍ୟାରିଅରରେ ବଡ଼ ସଫଳତା ମିଳିପାରେ। ବ୍ୟବସାୟରେ ବିଦେଶରୁ ନୂଆ ଅର୍ଡର ମିଳିବାର ସମ୍ଭାବନା ରହିଛି। ଆୟ ବଢ଼ିବା ସହ ନୂତନ ଯାନ କିମ୍ବା ଗୃହ କ୍ରୟ କରିବା ପାଇଁ ଏହା ଅନୁକୂଳ ସମୟ।

ମିଥୁନ ରାଶି: ନୂଆ ବନ୍ଧୁ ଓ ସହଯୋଗୀଙ୍କ ସାହାଯ୍ୟରେ ବ୍ୟବସାୟିକ ଯୋଜନା ସଫଳ ହେବ। ପାର୍ଟନରସିପ୍ ବ୍ୟବସାୟରେ ଭଲ ଲାଭ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବା ସହ ପରିବାରରେ ଶାନ୍ତି ବଜାୟ ରହିବ।

ସିଂହ ରାଶି: ଆର୍ଥିକ ସ୍ଥିତି ମଜବୁତ ହେବ ଏବଂ ଧନ ପ୍ରାପ୍ତିର ନୂଆ ନୂଆ ମାର୍ଗ ଫିଟିବ। ସନ୍ତାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚାଲିଥିବା ଚିନ୍ତା ଦୂର ହେବ। ବ୍ୟବସାୟ ସମ୍ପ୍ରସାରଣ ପାଇଁ ଏହି ସମୟ ଅତ୍ୟନ୍ତ ଶୁଭ।

କନ୍ୟା ରାଶି: ଭାଗ୍ୟର ପୂର୍ଣ୍ଣ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଯୋଗୁଁ ଉଚ୍ଚ ପଦାଧିକାରୀଙ୍କଠାରୁ ପ୍ରଶଂସା ମିଳିବ। ଆତ୍ମବିଶ୍ୱାସ ବଢ଼ିବ ଏବଂ ବ୍ୟାଙ୍କ ବାଲାନ୍ସ ମଧ୍ୟ ବୃଦ୍ଧି ପାଇବ।

କୁମ୍ଭ ରାଶି: ଆୟ ବଢ଼ିବା ସହ ଅଧିକ ସଞ୍ଚୟ କରିବାରେ ସଫଳ ହେବେ। ନୂତନ ଚାକିରିର ସୁଯୋଗ ମିଳିପାରେ। ବ୍ୟବସାୟିକ ଅଂଶୀଦାରଙ୍କ ସହଯୋଗରେ ଲାଭ ଦ୍ୱିଗୁଣିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?