ଶୁଲିଆ ଯାତ୍ରା ଆରମ୍ଭ: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର, ୭।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଳକ ଖଇରଗୁଡା ବଡଖଳାରେ ଶୁଲିଆ ଯାତ୍ରା ମଙ୍ଗଳବାର ଆରମ୍ଭ ହୋଇଛି। ମୁଖ୍ୟ ଦେହେରିଆ ପାରମ୍ପରିକ ଶୁଲିଆ ପୂଜାର୍ଚ୍ଚନା ଆରମ୍ଭ କରିଛନ୍ତି । ସକାଳୁ ମୁଖ୍ୟ ଦେହୁରୀ ଓ ସହଯୋଗୀମାନେ ବାଜା ଅସ୍ତ୍ର, ଧରି ଶୋଭଯାତ୍ରାରେ ବାହାରି ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ବଡଖଳା ଓ ସାନଖଳା ଦୁଇ ପୀଠରେ ବଳି ଆରମ୍ଭ ହୋଇଛି। ପୀଠରେ କୁକୁଡା, ବତକ, ବୋଦା ବଳି ଆରମ୍ଭ ହୋଇଛି। ସହସ୍ରାଧିକ ମାନସିକଧାରୀ ଶୁଲିଆ ବୁଢ଼ାଙ୍କୁ ଦର୍ଶନ ପାଇଁ ଶୁଲିଆ ପୀଠ ଅଭିମୁଖେ ଛୁଟୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ

ବାରିପଦା,୧୬।୧: ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ମୁତୟନ ହେବେ ୧ ପ୍ଲାଟୁନ ଫୋର୍ସ ନିଯୁକ୍ତ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ...

ଜଙ୍ଗଲ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

ପାପଡ଼ାହାଣ୍ଡି,୧୬।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଫୋରେଷ୍ଟ ଅଧୀନ ବତାସର ପ୍ରସ୍ତାବିତ ଜଙ୍ଗଲରେ ଗୁରୁବାର ଜଙ୍ଗଲ ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ...

ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…

ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି...

ବାଇକରେ ଗଞ୍ଜେଇ ନେଇ ଯାଉଥିଲେ ନାବାଳକ, ଧରିଲା ପୋଲିସ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଗୁରୁବାର ସାରେ ବାଇକ ସହ ଗଞ୍ଜେଇ ଜବତ କରିଛି। ପୋଲିସ ଟିମ ୩୨୬ ନଂ...

ଦିନ ଦ୍ବିପହରରେ ଏସ୍‌ପି ଅଫିସ ପାଖେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ମହିଳାଙ୍କ ବେକରୁ ସୁନା ଚେନ୍‌ ଟାଣିନେଲେ ଲୁଟେରା। ଏହି ଘଟଣା ବୁଧବାର ଘଟିଥିବା ଜଣାପଡିଛି। ତେବେ ପୋଲିସ ଗୁରୁବାର ଘଟଣାସ୍ଥଳରେ...

ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ...

ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ...

ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କରିବେ ତହସିଲଦାର

ଦାରିଙ୍ଗବାଡ଼ି,୧୬ା୧(ଅରୁଣ ସାହୁ): ବ୍ଲକସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ତହସିଲଦାର ଶରତ ଶବରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଏସ୍‌ଏସ୍‌ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri