ବୁଗୁଡ଼ାରେ ଶଟଡାଉନ୍‌ ପ୍ରଭାବ: ରାସ୍ତାଘାଟ ଶୂନଶାନ

ବୁଗୁଡ଼ା,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଜୁନ୍‌ ମାସ ପ୍ରତ୍ୟେକ ସପ୍ତାହର ଶନିବାର ଏବଂ ରବିବାର ସାରା ଜିଲାରେ ଶଟଡାଉନ୍‌ କରାଯାଉଛି। ରବିବାର ସକାଳେ ବୁଗୁଡ଼ା ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଶନିବାର ଏବଂ ରବିବାର ଶଟଡାଉନ୍‌ ଲାଗି ରାସ୍ତା ଘାଟ ଜନଶୂନ୍ୟ ହୋଇଯାଉଛି। ସହରରେ ଔଷଧ ଦୋକାନକୁ ଛାଡି ଦେଲେ ଅନ୍ୟ ସମସ୍ତ ଦୋକାନ ପରିବା ମାର୍କେଟ ମଧ୍ୟ ବନ୍ଦ ରହିଛି। ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନ୍‌ଏସି ନର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାସ, ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ଛକ ନିକଟରେ ଯାନବାହନ ଯାଞ୍ଚ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ

ଆର,ଉଦୟଗିରି,୧୬ା୪(ଡି.ଏନ୍‌.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି...

କରୋନା ଯୋଦ୍ଧା ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ, ୨୨।୪ – କୋଭିଡ୍‌-୧୯ ମୁକାବିଲା ଲାଗି ନିଃସ୍ବାର୍ଥପର ଭାବେ କର୍ତ୍ତବ୍ୟ ପାଳନ କରୁଥିବା କରୋନା ଯୋଦ୍ଧାଙ୍କୁ ମଙ୍ଗଳବାର ଢେଙ୍କାନାଳ ପୌରାଞ୍ଚଳ ଚାନ୍ଦମାରୀ ସାହିର...

୪ ମାସରେ ଦବିଲା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା

କଣାସ,୧୧।୯(ସ୍ବ.ପ୍ର.): କଣାସ ବ୍ଲକର ପ୍ରତିଟି ରାସ୍ତାଗୁଡିକର ମାଟି ନମନୀୟ ହୋଇଥିବାରୁ ରାସ୍ତା ସବୁ ଚିରସ୍ଥାୟୀ ହୋଇ ରହିପାରୁନି। ଫଳରେ ଅଧିକାଂଶ ସମୟରେ ରାସ୍ତା ସବୁ ଅଳ୍ପଦିନ...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ...

ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ...

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି...

ଛତିଆ ଅଞ୍ଚଳରେ ପୁଣି ଲୁଟେରା ସକ୍ରିୟ : ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌

ଛତିଆ,୯।୮(ଡିଏନ୍‌ଏ)- ଦୀର୍ଘଦିନର ନୀରବତା ପରେ ଛତିଆ ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା। ଗୁରୁବାର ଅପରାହ୍ନରେ ଲୁଟେରାମାନେ ବନ୍ଧୁକ ଦେଖାଇ ୩ଜଣ ବ୍ୟାଙ୍କ କର୍ମଚାରୀଙ୍କଠାରୁ...

୫ଟି ଅଭିଯାନରେ ଯୋଗଦେଲେ ଜିଲାପାଳ: କନ୍ୟାସନ୍ତାନଙ୍କ ସୁରକ୍ଷା ପ୍ରତି ଦେଲେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୧।୧୧: କନ୍ୟାସନ୍ତାନଙ୍କ ସଂଖ୍ୟାବୃଦ୍ଧି, ସେମାନଙ୍କ ସୁରକ୍ଷା, ଗୁଣିଗାରେଡ଼ି ବିରୋଧରେ ସଚେତନତା ଏବଂ ଚିକିତ୍ସାଳୟଗୁଡ଼ିକର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଅଭିଯାନରେ ଗୁରୁବାର ସାମିଲ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *