ଗଞ୍ଜାମରେ ଶଟ୍‌ଡାଉନ ନିୟମ ପରିବର୍ତ୍ତନ, ଲକ୍‌ଡାଉନ କଟକଣା କୋହଳ; ବ୍ୟବସାୟୀ ଅସନ୍ତୁଷ୍ଟ

ଗଞ୍ଜାମ,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ କଟକଣା କୋହଳ କରାଯାଇଛି।ସକାଳ ୬ରୁ ଦିନ ୧ଟା ପର୍ଯ୍ୟନ୍ତ ଦୋକାନ ଖୋଲିବାକୁ ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ଏନ୍‌ଏସି ପ୍ରଶାସନ ପକ୍ଷରୁ ପ୍ରଚାର କରାଯାଇଛି ।
ଏଥିସହିତ ସାମାଜିକ ଦୂରତା, ମାକ୍ସ ପିନ୍ଧି ନ ଥିବା ଲୋକଙ୍କୁ ସାମଗ୍ରୀ ମନା ଆଦି କଟକଣା ରହିଛି ।ଏଥିରେ ଅବମାନନା ହେଲେ ସମ୍ପୃକ୍ତ ଦୋକାନୀଙ୍କଠାରୁ ଜରିିମାନା ଆଦାୟ କରାଯିବ ବୋଲି ଏନ୍‌ଏସି ପ୍ରଶାସନ ଚେତାବନୀ ଦେଇଛି। ଅନ୍ୟପଟେ ଜିଲା ପ୍ରଶାସନ ପକ୍ଷରୁ ହଠାତ ଶଟଡାଉନ ନିୟମ ପରିବର୍ତ୍ତନ କରାଯିବା ନେଇ ଗଞ୍ଜାମ ସହରର କିଛି ବ୍ୟବସାୟୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗୁଆ ସୂଚନା ଦିଆ ନ ଯିବା ଫଳରେ ସହରର ପରିବା ଦୋକାନୀ ପନିପରିବା ଆଣି ପାରି ନାହାନ୍ତି । କିମ୍ବା କୌଣସି ଉଠା ପରିବା ବ୍ୟବସାୟୀ ମଧ୍ୟ ଆସିନାହାନ୍ତି ।
ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୧୬ ରୁ ୨୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ ।...

ହାତ ବାନ୍ଧି ବସିଛନ୍ତି ଘରୋଇ ଗାଡି ଚାଳକ

ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.): ଲକ୍‌ଡାଉନ ବେଳେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘରୋଇ ଗାଡି ଚାଳକମାନେ ହାତ ବାନ୍ଧି ବସଛନ୍ତି। ଏଥିଯୋଗୁ ସେମାନଙ୍କ ପରିବାର ହାହୁତାଶ ମଧ୍ୟରେ...

ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ...

ପିପିଲି ଲଢ଼େଇରେ ୧୦ ପ୍ରାର୍ଥୀ, ୧୦୨ ସମ୍ବେଦନଶୀଳ ବୁଥ୍‌ ଚିହ୍ନଟ

ପୁରୀ ଅଫିସ,୪।୪: ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ୨ଜଣ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିନେଇଛନ୍ତି। ସେମାନେ ହେଲେ ଦୀପକ କୁମାର ଦାସ ଓ ସମ୍ବିତ...

ସର୍ପାଘାତରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଛତ୍ରକଣା ଗ୍ରାମର ଜଣେ ଯୁବକଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନା ନାୟକ। ମୁନା ସାଇକେଲରେ...

ଉତ୍ସାହ ନେଇ ଆସୁଛି ଉତ୍ସବ ଋତୁ

ଅନୁଗୋଳ ଅଫିସ, ୨୯ା୧୧:ଆସନ୍ତା ଡିସେମ୍ବରରୁ ୨୦୨୩ ଏପ୍ରିଲ୍‌ ୧, ଏହି ୪ ମାସ ଉତ୍ସବମୁଖର ହେବ ଅନୁଗୋଳ। ସାହିତ୍ୟ ସମ୍ମିଳନୀଠାରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଯାଏ ଅନେକ...

ହାଇସ୍କୁଲ ସମ୍ମୁଖରେ ଆବର୍ଜନା ପକାଉଛି ଏସ୍‌ଏମ୍‌ସି

ସମ୍ବଲପୁର,୧୩ା୯(ବ୍ୟୁରୋ:ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ପରିମଳ ବ୍ୟବସ୍ଥାକୁ ନେଇ ବାରମ୍ବାର ଅଭିଯୋଗ ହେଉଛି। ସଫେଇ କାର୍ଯ୍ୟରେ ନିୟୋଜିତ ଠିକା ସଂସ୍ଥାର ଅବହେଳା ଯୋଗୁ ବିଭିନ୍ନ ସ୍ଥାନରେ...

ଅଡ଼େଇ ଲକ୍ଷ ଟଙ୍କାର ଶାଗୁଆନ ଗଣ୍ଡି ସହ ଗାଡ଼ି ଜବତ

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନବିଭାଗ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଠଣାପଲୀ ନିକଟରେ ଗୋଟିଏ ଟାଟାଏସି ଗାଡି ସହିତ ସେଥିରେ...

Advertisement
Archives

Model This Week