ଦାରିଙ୍ଗବାଡ଼ିରେ ଶଟଡାଉନ ଦ୍ୱିତୀୟ ସପ୍ତାହ: ବେଧଡ଼କ ବ୍ୟବସାୟ ନେଇ ଜନଅସନ୍ତୋଷ

ଦାରିଙ୍ଗବାଡ଼ି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲାପ୍ରଶାସନର ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲା ପ୍ରତି ଶନିବାର ଏବଂ ରବିବାର ଦୁଇଦିନ ଧରି ଶଟଡାଉନ ଘୋଷଣା କରାଯାଇଛି । ଏହା ମାସର ଶେଷ ଶନିବାର, ରବିବାର ପର୍ଯ୍ୟନ୍ତ ପାଳନ ପାଇଁ ନିର୍ଦ୍ଦେଶ ରହିଛି । ଚଳିତ ସପ୍ତାହ ଦ୍ୱିତୀୟ ଥର ପାଇଁ ଏହି ଶଟଡାଉନକୁ ପାଳନ କରାଯାଇଛି । ଶଟଡାଉନ ଯୋଗୁ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝିଙ୍କ ନେତୃତ୍ୱରେ ବିଭିନ୍ନ ଅଞ୍ଚଳରେ ଜୋରଦାର ପାଟ୍ରୋଲିଂ କରାଯିବା ସହ ବିଭିନ୍ନ ଛକ ଗୁଡ଼ିକରେ ପୋଲିସ ମୁତୟନ କରାଯାଇଛି । ଯାଞ୍ଚ ସମୟରେ ଅମାନିଆଙ୍କଠାରୁ ଜରିମାନା ଆଦାୟ ହୋଇଛି। ତେବେ କିଛି ଅମାନିଆ ପ୍ରଶାସନର ଆଖିରେ ଧୁଳି ଦେଇ ବେଧଡ଼କ ବ୍ୟବସାୟ କରୁଥିବାରୁ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢ଼ିଛି । ଏ ନେଇ ଦାରିଙ୍ଗବାଡ଼ିରେ ଜନଅସନ୍ତୋଷ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

ବରଗଡ଼ ଅଫିସ,୨୬ା୫: ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ଦୈନିକ ବଜାର(ହାଟପଦା)ରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିପୋଡ଼ି ଛାରଖାର...

ଦୁର୍ବଳ ଅବସ୍ଥାରେ ପଟ୍ଟାମୁଣ୍ଡାଇ କେନାଲ ପୋଲ

ବାଲିଚନ୍ଦ୍ରପୁର,୨ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ, ଛତା ସବଡିଭିଜନ ଓ ଚନ୍ଦନନଗର ସେକ୍ସନ ଅଧୀନରେ ରହିଛି ବାଲିଚନ୍ଦ୍ରପୁରଠାରୁ ବେଣିପୁର ପର୍ଯ୍ୟନ୍ତ ପଟ୍ଟାମୁଣ୍ଡାଇ କେନାଲବନ୍ଧ ରାସ୍ତା। ଅଞ୍ଚଳର ପ୍ରମୁଖ...

ବାଇକ ହ୍ୟାଣ୍ଡେଲ୍‌ରେ ଟାଙ୍ଗି ଥିଲେ ଲକ୍ଷେ ୩୨ ହଜାର ଟଙ୍କା, ଚୋର ନେଇ ପାର୍‌

ଭଣ୍ଡାରିପୋଖରୀ,୧୪।୭ (ଡି.ଏନ.ଏ): ଭଣ୍ଡାରିପୋଖରୀ ବ୍ଲକ କୃଷି କାର୍ଯ୍ୟଳୟ ନିକଟରେ ଏକ ବଡ ଲୁଟ୍‌ ହୋଇଛି। ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ସମୟରେ ନିର୍ଗୁଣ୍ଡି ପଞ୍ଚାୟତ...

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ଆବାସ

ବାଲେଶ୍ୱର ଅଫିସ,୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଦହପଡ଼ା ପଞ୍ଚାୟତରେ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାମ ଥିବା ନେଇ ଅଞ୍ଚଳବାସୀ ଗୁରୁବାର...

ପ୍ରଶାସନ ଉପରେ ସୂଚନା ଆୟୋଗଙ୍କ ଅସନ୍ତୋଷ

ପୁରୀ ଅଫିସ,୨୩।୫: ବିବାଦ ଘେରରେ ରହିଆସିଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ପୂର୍ବରୁ ମନ୍ଦିର ପ୍ରଶାସନ ନ ମାନିବା ସହ ରାଜ୍ୟ ସରକାର...

ଆସନ୍ତା ୩୧ରେ ୧୧ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୭।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ପ୍ରାର୍ଥିପତ୍ର ପ୍ରତ୍ୟାହାରର ମଙ୍ଗଳବାର ଥିଲା ଶେଷ ତାରିଖ। ଏହି ଦିନ ୩ ଜଣ...

ବ୍ଲକ କାର୍ଯ୍ୟାଳୟରେ ବଢୁଛି ଦୁର୍ନୀତି, ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ମୋରଡ଼ା,୫ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନ ମଣ୍ଡଳୀରେ ଦୁର୍ନୀତି ପିଛା ଛାଡୁନି। ନିର୍ବାଚନମଣ୍ଡଳୀର ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ହୋଇଥିବାର ଅଭିଯୋଗ ବ୍ଲକ କଂଗ୍ରେସ କରିଥିବା...

ଗଉଡ଼ବାଟା, କିଲୁସୁଗାବାସୀଙ୍କୁ ମିଳୁନି ମୌଳିକ ସୁବିଧା

ଫୁଲବାଣୀ ଅଫିସ/ଟିକାବାଲି, ୧।୨: ଗ୍ରାମାଞ୍ଚଳର ଲୋକେ ଯେପରି ସମସ୍ତ ସୁବିଧା ପାଇପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କରାଯାଉଛି ା ପ୍ରକୃତରେ ଯୋଜନାର...

Advertisement
Archives

Model This Week