ବଲିଉଡ୍‌ରେ ଶ୍ୱେତାଙ୍କ ଝିଅ ପଲକଙ୍କ ଡେବ୍ୟୁ

ଫିଲ୍ମ ତଥା ଟିଭି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ବିଶାଲ ମିଶ୍ରଙ୍କ ଫିଲ୍ମ ‘ରୋଜି’ରେ ତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ। ଚଳିତ ବର୍ଷ ଶେଷ ସୁଦ୍ଧା ଏହାର ଶୁଟିଂ କାର୍ଯ୍ୟ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଫିଲ୍ମର ନିର୍ମାଣ ମନ୍ଦିରା ଏଣ୍ଟରଟେନମେଣ୍ଟ, ବିବେକ ଓବରୟଙ୍କ ଓବରୟ ମେଗା ଏଣ୍ଟରଟେନମେଣ୍ଟ ଏବଂ ପ୍ରେରଣା ଭି ଅରୋରା ବ୍ୟାନରତଳେ ନିର୍ମାଣ ହେବ ବୋଲି ଜଣାପଡ଼ିଛି। ଫିଲ୍ମ ସମୀକ୍ଷକ ତରନ ଆଦର୍ଶ ଟୁଇଟ୍‌କରି ଏ ବିଷୟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବାହୁବଲୀ ୨’କୁ ପଛରେ ପକାଇଲା ‘ପଠାନ୍‌

ବମ୍ବେ: ଥମିବାର ନାଁ ନେଉନାହିଁ ‘ପଠାନ୍‌’ର କ୍ରେଜ୍‌। ଶାହାରୁଖ ଖାଁ ଏବଂ ଦୀପିକା ପାଦୁକୋନ ଅଭିନୀତ ଏହି ଫିଲ୍ମ ରିଲିଜର ୩୮ ଦିନରେ ସବୁଠାରୁ ବଡ଼...

ଟାଇଗର୍‌-ଦିଶାଙ୍କ ବେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ଜ୍ୟାକି

ଟାଇଗର ଶ୍ରଫ୍‌ ଏବଂ ଦିଶା ପଟାନୀ ବି-ଟାଉନର ଲୋକପ୍ରିୟ ଲଭ୍‌ବାର୍ଡଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ୬ ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ଯଦିଓ ଉଭୟ...

ଲକ୍‌ଡାଇନ୍‌ ଯୋଗୁ ଏମିତି ନିଷ୍ପତ୍ତି ନେଲେ ଦୀପିକା-ରଣବୀର

ମହାରାଷ୍ଟ୍ରରେ ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଅର୍ଥାତ୍‌ ୧୪ ଏପ୍ରିଲରୁ...

କାହିଁକି ସଲ୍‌ମାନଙ୍କ ଫାର୍ମ ହାଉସ୍‌ ଛାଡିଲେ ଜ୍ୟାକଲିନ

ମୁମ୍ବାଇ: କରୋନା ଲକ୍‌ଡାଉନ ଆରମ୍ଭ ହେବା ପରଠାରୁ ବଲିଉଡ୍‌ ଦବଙ୍ଗ ସଲମାନ ଖାଁଙ୍କ ନିଜ ପରିବାରଙ୍କ ସହ ପନଓ୍ବେଲ ସ୍ଥିତ ଫାର୍ମ ହାଉସ୍‌ରେ ରହି ସମୟ...

ଗୋଟିଏ ବର୍ଷରେ ୧୪ ହିଟ୍‌ ଫିଲ୍ମ ଦେଇ ବିଗ୍‌ ବିଙ୍କୁ ପଛରେ ପକାଇଥିଲେ ଚିରଞ୍ଜିବ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଫିଲ୍ମର ସୁପରଷ୍ଟାର ଚିରଞ୍ଜିବ ୬୫ ବର୍ଷରେ ପଦାର୍ପଣ କରିଛନ୍ତି। ୨୨ ଅଗଷ୍ଟ ୧୯୫୫ରେ ଆନ୍ଧ୍ର ପ୍ରଦେଶରେ ଜନ୍ମ ନେଇଥିଲେ ଏହି ସୁପରଷ୍ଟାର।...

କପିଲ ଶେୟାର କଲେ ‘ବେବିମୁନ୍‌’ ସମୟର ଫଟୋ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ମୁମ୍ବାଇ: ବାପା ହେବାକୁ ଯାଉଛନ୍ତି କମେଡିଆନ କପିଲ ଶର୍ମା। ପରିବାରର ସଦସ୍ୟମାନେ ଗିନ୍ନିଙ୍କ ଯତ୍ନ ନେଉଥିବା ବେଳେ କପିଲ ନିଜେ ସ୍ତ୍ରୀଙ୍କ ମନକଥାକୁ ବୁଝିବାକୁ ପଛାଉନାହାନ୍ତି।...

ଘର ଛାଡ଼ି ଚାଲି ଆସି ନ ଥିଲେ ଡାକ୍ତର ହୋଇଥାନ୍ତେ କଙ୍ଗନା: ଜାଣନ୍ତୁ କେତେ ପଢ଼ିଛନ୍ତି ବଲିଉଡ୍‌ର ଏହି କୁଇନ୍‌   

ବମ୍ବେ: ବିଗତ କିଛି ଦିନ ଧରି ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ଶିବସେନା ଏବଂ ମହାରାଷ୍ଟ୍ର ପୋଲିସ ବିରୋଧରେ ଲଗାତାର ଭାବେ କଟୁ...

୨୦୨୨ରେ ଆସିବେ ଜୁନିଅର୍‌ ଧିର୍‌

ମୁମ୍ବାଇ: ଟେଲି ଅଭିନେତ୍ରୀ କ୍ରାତିକା ସାଙ୍ଗର ଏକ ଖୁସି ଖବର ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ଖୁବ୍‌ ଶୀଘ୍ର ତାଙ୍କ ଘରକୁ ଏକ ନୂଆ ଅତିଥି ଆସିବ।...

Advertisement
Archives

Model This Week