ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ ଶ୍ରେଷ୍ଠ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଦ୍ମଶ୍ରୀ ଓ ପଦ୍ମଭୂଷଣ ତଥା ଭାରତ ବର୍ଷର ପ୍ରତିରକ୍ଷା ଗବେଷଣା ଏବଂ ଉନ୍ନୟନ ସଂଗଠନ ବିଭାଗର ବୈଜ୍ଞାନିକ ଡଃ. ଶିବତନୁ ପିଲାଇ ଯୋଗଦେଇ କୃତୀ ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକରେ ପୁରସ୍କୃତ କରି ସମ୍ମାନିତ କରିଛନ୍ତି। ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ତଥା ସଭାପତି ସଞ୍ଜିବ କୁମାର ରାଉତ, ଉପସଭାପତି ଶୈଲାଜା ରାଉତ, ଅନୁଷ୍ଠାନର କୁଳପତି ପ୍ରଫେସର ଡଃ. ଗୁଡା ଶ୍ରୀଦେବୀ, ପ୍ରଶାସନିକ ଅଧିକାରୀ ଡଃ. ବନିତା ପଣ୍ଡା, ପ୍ରଫେସର ଡଃ. ବଂଶୀଧର ମାଝୀ, ଉପଦେଷ୍ଟା ଶରତ ଚନ୍ଦ୍ର ଭଦ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ। ଶ୍ୱେତାଶ୍ରୀ ଛତ୍ରପୁର କାରମେଲ କନଭେଣ୍ଟ ସେକେଣ୍ଡାରୀ ବିଦ୍ୟାଳୟର ଛତ୍ରୀ ତଥା ଛତ୍ରପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ ଦୁର୍ଗାପ୍ରସାଦ ଶତପଥୀ ଏବଂ ରଶ୍ମିତା ଶତପଥୀଙ୍କ ଝିଅ ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri