ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ  ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନାୟକଙ୍କ ଆଖିରେ ଆଘାତ ଲାଗିଛି

ସୂଚନା ଅନୁସାରେ, ଖୁଦୁରୁକୁଣୀ ଭସାଣି ପାଇଁ ଚଉମୁଇଁ ଅଞ୍ଚଳରେ ଏକ ଶୋଭାଯାତ୍ରା ଚାଲିଥିଲା। ଏହି ସମୟରେ ଡିଜେ ବଜାଯାଉଥିଲା। ରାତି ୧୦ଟା ପରେ ଡିଜେ ବଜାଇବାକୁ ଏସ୍‌ଆଇ  ବିରୋଧ କରିଥିଲେ। ଏହାକୁ ନେଇ କିଛି ଯୁବକଙ୍କ ସହ ପୋଲିସ ଅଧିକାରୀଙ୍କର ବଚସା ହୋଇଥିଲା।

ପରେ ଉତ୍ତେଜନା ବଢ଼ିବା ସହ କିଛି ଯୁବକ ଏସ୍‌ଆଇଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। । ଘଟଣା ପରେ ଘଷିପୁରା ପୋଲିସ ତତ୍ପର ହୋଇ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ସହ ୪ ଜଣ ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା କରୁଥିବା ଜଣାପଡ଼ିଛି। ଘଟଣାକୁ ନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଥିବା  ଡିଏସ୍ ପି କମଳ କୁମାର ନାୟକ


Enter your email to get our daily news in your inbox.

All Right Reserved By Dharitri.Com

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?