SI ପରୀକ୍ଷା ଜାଲିଆତି: ରାତି ସାରା କ୍ରାଇମବ୍ରାଞ୍ଚ ଜେରା ପରେ ୧୧୯ ଗିରଫ

ଭୁବନେଶ୍ୱର,୧।୧୦: ପୋଲିସ SI ପରୀକ୍ଷା ଜାଲିଆତିରେ ବଡ଼ କାର୍ଯ୍ୟାନୁଷ୍ଠାନ। ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲଙ୍କୁ ଗିରଫ କଲା ବ୍ରହ୍ମପୁର ପୋଲିସ। ରାତି ସାରା କ୍ରାଇମବ୍ରାଞ୍ଚ ଓ ବ୍ରହ୍ମପୁର ପୋଲିସର ଜେରା ପରେ ୧୧୯ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ୧୧୯ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯିବ। ପରୀକ୍ଷାରେ ଜାଲିଆତି ପାଇଁ ହାଇଦ୍ରାବାଦ ଯିବାବେଳେ ୧୧୯ ଜଣ ଧରାପଡ଼ିଥିଲେ। ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମରେ ଧରିଥିଲା ବ୍ରହ୍ମପୁର ପୋଲିସ।

ଓଡ଼ିଶା ପୋଲିସ ରିକ୍ର୍ୟୁଟମେଣ୍ଟ ବୋର୍ଡ (ଓପିଆର୍‌ବି) ଦ୍ୱାରା ପରିଚାଳିତ ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ପରୀକ୍ଷାରେ ଜାଲିଆତି ଉଦ୍ୟମ ହୋଇଥିବା ଅଭିଯୋଗ ହେବା ପରେ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ଆସନ୍ତା ଅକ୍ଟୋବର ୫ ଓ ୬ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ହେଲେ ପରୀକ୍ଷା ପରିଚାଳନା ଦାୟିତ୍ୱ ନେଇଥିବା ଆନ୍ଧ୍ରପ୍ରଦେଶର ଏକ ଘରୋଇ ସଂସ୍ଥା ୧୨୦ଜଣ ପରୀକ୍ଷା ଆଶାୟୀଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିବା ଖବର ମିଳିବା ପରେ ଆନ୍ଧ୍ରର ଶ୍ରୀକାକୁଲମ୍‌ଠାରେ ପୋଲିସ ଆଶାୟୀମାନଙ୍କୁ ଧରିଥିଲା। ସେମାନଙ୍କୁ ବ୍ରହ୍ମପୁର ଆଣି ତଦନ୍ତ କରିବା ପରେ ଜାଲିଆତି ଉଦ୍ୟମ ସଂକ୍ରାନ୍ତରେ ଜଣାପଡ଼ିଥିଲା। ତେବେ ପୋଲିସ ବିଭାଗ ପକ୍ଷରୁ ଏ ନେଇ କୌଣସି ସୂଚନା ମିଳି ନ ଥିବା ବେଳେ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ବ୍ରହ୍ମପୁର ପୋଲିସ ସହାୟତାରେ ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri