SI ନିଯୁକ୍ତି: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ବୟସସୀମା…

ଭୁବନେଶ୍ୱର,୨୪।୭: ହାଇକୋର୍ଟରେ ଓଡ଼ିଶା ପୋଲିସ ଇନ୍ସପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର। ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ AG ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଲାଗୁ ହେବ। ଏନେଇ ୧୭/୦୧/୨୦୨୫ରେ ବିଜ୍ଞପ୍ତି ସରକାର ପ୍ରକାଶ କରିଥିଲେ। ୨୦୧୮ ଠାରୁ SI ନିଯୁକ୍ତି ବନ୍ଦ ଥିବାରୁ ବୟସ କୋହଳ ପିଟିସନ କରିଥିଲେ।

ମାମଲାରୁ ପ୍ରକାଶ ଯେ , ୧୭/୦୧/୨୦୨୫ରେ ବିଭିନ୍ନ ବିଭାଗରୁ ୯୩୩ ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଥିଲେ ଓଡିଶା ପୋଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ। ଏହି ପଦବୀ ମଧ୍ୟରୁ ୬୦୯ ପୋଷ୍ଟ ସବ ଇନିସପେକ୍ଟର , ୨୫୩ ଆର୍ମ ସବ ଇନିସ୍ପେକ୍ଟର ପୋଲିସ , ୪୭ ଫାୟାର ଷ୍ଟେସନ ସବ ଇନିସପେକ୍ଟର ଓ ୨୪ ଟି ପୋଷ୍ଟ ଆସିଷ୍ଟାଣ୍ଟ ଜେଲର ସବ ଇନିସପେକ୍ଟର ପଦବୀ ରହିଥିଲା । ହେଲେ ୨୦୧୮ ବିଜ୍ଞପ୍ତି ଅନୁଯାୟୀ ବୟସ ସୀମା ସମାନ ଥିବାରୁ ଅନେକ ଆଶାୟୀ ହାଇକୋର୍ଟରେ ଏହି ବିଜ୍ଞପ୍ତି ସଂକ୍ରାନ୍ତରେ ବୟସ କୋହଳ କରିବା ପାଇଁ ମାମଲା ରୁଜୁ କରିଥିଲେ । ତେବେ ଏହି ମାମଲାର ଶୁଣାଣି କରି ଚଳିତବର୍ଷ ବିଜ୍ଞପ୍ତି ପାଇଁ ୩ ବର୍ଷ କୋହଳ କରିଛନ୍ତି କୋର୍ଟ। ଯାହା ଅନ୍ୟ ବିଜ୍ଞପ୍ତି ପାଇଁ ଲାଗୁ ହେବ ନାହିଁ ବୋଲି କହିଛନ୍ତି ହାଇକୋର୍ଟ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସୋମନାଥ ରଥ ଶିକ୍ଷାର ବିକାଶ କରିଥିଲେ, ଜଟିଳ ଶିକ୍ଷା ପ୍ରକ୍ରିୟାରୁ ବାହାରି ଆଗକୁ ବଢ଼ିବାକୁ ପଡିବ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧକ୍ଷ…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri