CBI ହାତକୁ ଗଲା SI ନିଯୁକ୍ତି ସ୍କାମ୍‌

ଭୁବନେଶ୍ୱର,୨୨ା୧୦: CBI ତଦନ୍ତ ପାଇଁ ସୁପାରିସ ହୋଇଛି ଏସ୍‌ଆଇ ନିଯୁକ୍ତି ସ୍କାମ୍‌। ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ବ୍ୟାପି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସମ୍ପୂର୍ଣ୍ଣ ପର୍ଦ୍ଦାଫାଶ ପାଇଁ ଶେଷରେ CBI ତଦନ୍ତ ସୁପାରିସ ହୋଇଛି। ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏପରି ବଡ଼ ନିଷ୍ପତ୍ତି ନେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri