ବଡ଼ ଖୁଲାସା କଲେ ଶଙ୍କର ପୃଷ୍ଟି, କହିଲେ ହଜାରେ କୋଟିର ଡିଲ୍‌ ହୋଇଛି, ମୁଁ ସରେଣ୍ଡର କରି ନ ଥିଲେ…

ଭୁବନେଶ୍ୱର,୨ା୧୧: ଗିରଫ ହୋଇଥିବା ଏସ୍‌ଆଇ ସ୍କାମର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଭୁବନେଶ୍ୱରରେ ପହଞ୍ଚିବା ପରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ପୂର୍ବ ସରକାରରେ ହଜାରେ କୋଟି ଟଙ୍କାର ଡିଲ ହୋଇଛି। ଯଦି ମୁଁ ସରେଣ୍ଡର କରି ନ ଥାନ୍ତି ତେବେ ହଜାରେ କୋଟିର ଡିଲ କେମିତି ଆସିଥାନ୍ତା। ଷଡ଼ଯନ୍ତ୍ରକାରୀଙ୍କ ସବୁ ତଥ୍ୟ ସରକାରଙ୍କୁ ଦିଆଯିବ।

ମୁଁ ଲୁଚି ନ ଥିଲି, ଆଇନ ଅନୁଯାୟୀ ସମ୍ମୁଖୀନ ହେଉଥିଲି। ହାଇକୋର୍ଟରେ ଫାଇଲ କରାଯାଇଥିଲା, ସୁପ୍ରିମକୋର୍ଟରେ ଫାଇଲ କରିଥିଲି। ହାଇକୋର୍ଟଙ୍କୁ ଆଗୁଆ ଜାମିନ ମାଗିଥିଲି। ସେ ସମୟ ଦେଇଥିଲେ, ଗୋଟିଏ ମାସ ପରେ ଆସି ହାଜର ହୋଇଥାନ୍ତି। ସେ କହିଛନ୍ତି, ସ୍ତ୍ରୀ ଦୀପ୍ତିମୟୀ ସାହୁଙ୍କ ନାଁରେ କୌଣସି ମାମଲା ନାହିଁ। କୋର୍ଟଙ୍କ ଉପରେ ସମ୍ପୂର୍ଣ୍ଣ ଭରସା ରହିଛି, ନ୍ୟାୟ ମିଳିବ। ଆପଣ ମୁଖ୍ୟ କାର୍ପଟଦାର ବୋଲି ସାମ୍ବାଦିକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଏହା ସମ୍ପୂର୍ଣ୍ଣ ମିଛ କଥା। ୧୨୪ ଲୋକଙ୍କ ଜନ୍ମ କୁଣ୍ଡଳି ବାହାର କରନ୍ତୁ, କାହା ସହ ସମ୍ପର୍କ ନାହିଁ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri