ଏସ୍‌ଆଇ ସ୍ବାଗତିକା ଆତ୍ମହତ୍ୟା ମାମଲା: ଆଇଆଇସିଙ୍କ ବିରୋଧରେ ଏତଲା

ଜି.ଉଦୟଗିରି,୨୮ା୮(ଡି.ଏନ୍‌.ଏ.):  କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ସବ୍‌ ଇନ୍ସପେକ୍ଟର ସ୍ବାଗତିକା ବେହେରା ଶନିବାର ସକାଳୁ ନିଜ ସରକାରୀ କ୍ୱାର୍ଟରରେ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଥିଲେ ବୋଲି ପୋଲିସ କହିଥିଲା। କିନ୍ତୁ ତାଙ୍କ ପରିବାର ଲୋକେ ଶନିବାର ଅପରାହ୍ନରେ ଆସିବା ପରେ ଘଟଣାର ନୂଆମୋଡ଼ ନେଇଛି । ଆଇଆଇସି ରେବତୀ ଶବର ତାଙ୍କୁ ସବୁଦିନ ମାନସିକ ନିର୍ଯାତନା ଦେଇ ଆସୁଥିଲେ ଏପରିକି ତାଙ୍କୁ ହତ୍ୟା କରାଯାଇଥାଇ ପାରେ ବୋଲି ମଧ୍ୟ ସିଏ ସନ୍ଦେହ କରୁଥିବା ସ୍ବାଗତିକାଙ୍କ ମା’ ଉଷାରାଣୀ ବେହେରା ଶନିବାର ବିଳମ୍ବିତ ରାତିରେ ପୋଲିସ ଏସ୍‌ଡିପିଓ ଡି. ତିରୁପତି ରାଓ ପଟ୍ଟନାୟକଙ୍କୁ ଲିଖିତ ଏତଲା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ସେମାନେ ମୃତଦେହକୁ ନ ନେଇ ଜି.ଉଦୟଗିରି ଥାନା ଆଗରେ ପରିବାର ସଦସ୍ୟମାନେ ଧାରଣାରେ ବସିଛନ୍ତି। ଘଟଣାସ୍ଥଳରେ ଏସ୍‌ଡିପିଓ ଏବଂ ସ୍ଥାନୀୟ ତହସିଲଦାର ଶୁଭ୍ରଞ୍ଜଳୀ ପ୍ରଧାନ ପହଞ୍ଚି ସେମାନଙ୍କୁ ବୁଝାଶୁଝା କଲେ ମଧ୍ୟ ସେମାନେ ଉପଯୁକ୍ତ ନ୍ୟାୟ ଦାବି କରି ଧାରଣାରେ ବସିଛନ୍ତି। ତାଙ୍କ ମା’ ବିଳମ୍ବିତ ରାତିରେ ଏତଲା ଦେଇଥିବା ଏସ୍‌ଡିପିଓ ଡି.ତିରୁପତି ରାଓ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri