Posted inଖେଳ

ସ୍ବର୍ଣ୍ଣ ଜିତିଲା ଭାରତୀୟ ପୁରୁଷ ହକି ଟିମ୍‌

ହାଙ୍ଗଝୋ,୬।୧୦: ଭାରତୀୟ ପୁରୁଷ ହକି ଟିମ୍‌ ଏସିଆନ୍‌ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲରେ ଜାପାନକୁ ୫-୧ ଗୋଲରେ ପରାସ୍ତ କରି ଚତୁର୍ଥ ଥର ଲାଗି ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛି। ଏଥିସହ କୋଚ୍‌ କ୍ରେଗ୍‌ ଫୁଲ୍ଟନଙ୍କ ଦଳ ପ୍ୟାରିସ ଅଲିମ୍ପିକ୍ସ ୨୦୧୪ ଲାଗି ଯୋଗ୍ୟତା ଅର୍ଜନ କରିଛି। ତେବେ ଏସିଆନ ଗେମ୍ସରେ ଏହା ହେଉଛି ଭାରତର ୨୨ତମ ସ୍ବର୍ଣ୍ଣ ପଦକ। ୨୦୧୮ରେ ଜାପାନ ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ଭାରତୀୟ ଦଳ ବ୍ରୋଞ୍ଜରେ ସନ୍ତୁଷ୍ଟ ରହିଥିଲା।

ନିକଟରେ ଦାୟିତ୍ୱ ଗ୍ରହଣ କରିଥିବା କୋଚ୍‌ ଫୁଲ୍ଟନଙ୍କ ନେତୃତ୍ୱରେ ଭାରତ ୩ ମାସ ମଧ୍ୟରେ ଦ୍ୱିତୀୟ ବଡ଼ ସଫଳତା ହାସଲ କରିଛି। ପୂର୍ବରୁ ଭାରତ ଏସିଆନ୍‌ ଚାମ୍ପିୟନ୍ସ ଟ୍ରଫି ଜିତିଥିଲା। ଏଥର ଏସିଆନ୍‌ ଗେମ୍ସରେ ସ୍ବର୍ଣ୍ଣ ଜିତି ଭାରତ ଏସୀୟ ହକିରେ ନିଜର ପ୍ରାଧାନ୍ୟ ହାସଲ କରିଛି। ଏହା ଦଳକୁ ଅଲିମ୍ପିକ୍ସକୁ ସିଧାସଳଖ ଟିକେଟ ଦେଇଛି। ୨୦୧୮ରେ ଭାରତକୁ ଯୋଗ୍ୟତା ଟୁର୍ନାମେଣ୍ଟ ଖେଳିବାକୁ ପଡ଼ିଥିଲା। ହେଲେ ଏବେ ଏହାର କୌଣସି ଆବଶ୍ୟକତା ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?