Posted inଜାତୀୟ

ରାହୁଲଙ୍କ ଫୋନ୍‌ ପରେ ଟୁଇଟ୍‌ ଡିଲିଟ୍‌ କଲେ ସିବଲ

ନୂଆଦିଲ୍ଲୀ,୨୫ା୮: ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବର୍ଷିବା ପରେ ବରିଷ୍ଠ ନେତା କପିଲ ସିବଲ ତାଙ୍କୁ ଟାର୍ଗେଟ କରି ଏକ ଟୁଇଟ୍‌ କରିଥିଲେ। ପରେ ସେ ଉକ୍ତ ଟୁଇଟ୍‌କୁ ଡିଲିଟ୍‌ କରିଥିବା କହିଛନ୍ତି। ସିଡବ୍ଲ୍ୟୁସି ବୈଠକରେ ନେୃତୃତ୍ୱ ପରିବର୍ତ୍ତନକୁ ନେଇ ଟଣାଓଟରା ଚାଲିଥିବାବେଳେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଥିବା ଖବର ଆସିଥିଲା। ଯେଉଁ ୨୩ ଜଣ ବରିଷ୍ଠ ନେତା ନେତୃତ୍ୱ ପରିବର୍ତ୍ତନ ଲାଗି ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିଥିଲେ ସେମାନଙ୍କ ମଧ୍ୟରୁ କପିଲ ସିବଲ ଅନ୍ୟତମ। ଏହାକୁ ନେଇ ରାହୁଲ ଅସନ୍ତୁଷ୍ଟ ନେତାମାନଙ୍କ ଉପରେ ବର୍ଷିଥିଲେ। ଭାଜପା ସହ ହାତ ମିଳାଇ ନେତାମାନେ ଦସ୍ତଖତ ଅଭିଯାନ କରିଥିବା ରାହୁଲ କହିଥିଲେ। ଏହା ପରେ ସିବଲ ଟୁଇଟ୍‌ କରି ଲେଖିଥିଲେ, ଗତ ୩୦ ବର୍ଷରେ ଭାଜପା ସପକ୍ଷରେ ମନ୍ତବ୍ୟ ଦେଇନାହୁଁ। ଏହାସତ୍ତ୍ୱେ ଆମକୁ ଭାଜପା ସହ ସାଲିସ କରିଥିବା କହୁଛନ୍ତି ବୋଲି ଟୁଇଟ୍‌ କରିଥିଲେ। ରାହୁଲ ତାଙ୍କୁ ଫୋନ୍‌ କରିବା ପରେ ସିବଲ ଉକ୍ତ ଟୁଇଟ୍‌କୁ ଡିଲିଟ୍‌ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri