ଶେଷରେ ଆଖି ବୁଜିଲା ଅସୁସ୍ଥ ଓଟ

କୋକସରା,୧୭ା୧(ଡି.ଏନ.ଏ) : କିଛି ତଳେ କୋକସରା ବ୍ଲକ ଗମ୍ଭାରୀଗୁଡା ଛକ ଯାତ୍ରୀ ବିଶ୍ରାମଗାର ନିକଟରେ ଏକ ସଂକଟାପନ୍ନ ଅବସ୍ଥାରେ ଏକ ଓଟକୁ ଛାଡି ମାଲିକ ଫେରାର ହୋଇଯାଇଥିଲା । ସ୍ଥାନୀୟ କିଛି ଯୁବକ ଅସୁସ୍ଥ ଓଟର ଯତ୍ନ ନେବାସହ ପଶୁ ଡାକ୍ତରଙ୍କୁ ଡାକି ଚିକିତ୍ସା କରାଇଥିଲେ । ହେଲେ ସବୁ ଚେଷ୍ଟା ସତ୍ତ୍ୱେ ଆଖି ବୁଜିଦେଲା ଓଟ । ହେଲେ ମୃତ ଓଟକୁ କେମିତି ପୋତିବେ ସେନେଇ ସ୍ଥାନୀୟ ଲୋକ ଚିନ୍ତାରେ ବଢିଯାଇଥିଲା । ଏ ନେଇ ସ୍ଥାନୀୟ ଲୋକେ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଗଣମାଧ୍ୟମ ପ୍ରତିନିଧିଙ୍କ ହସ୍ତକ୍ଷେପ ପରେ ଗମ୍ଭାରୀଗୁଡା ସରପଞ୍ଚଙ୍କ ପ୍ରତିନିଧି ଧନ ସାହୁ ମାନବିକତା ଦେଖାଇ ଥିଲେ। ସେ ଏକ ଜେସିବି ଆଣି ସ୍ଥାନୀୟ ଲୋକଙ୍କ ସହଯୋଗରେ ଓଟକୁ ନିକଟସ୍ଥ ପଡ଼ିଆରେ ଗାତ ଖୋଲି ପୋତି ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଯୋଗାଣ ବିଭାଗର ଚଢ଼ାଉ: ବେଆଇନ ଗଚ୍ଛିତ ୧୩୮ ବସ୍ତା ଚାଉଳ ଜବତ

ଭଦ୍ରକ ଅଫିସ, ୧୮।୧୨: ଭଦ୍ରକ ଜିଲା ଯୋଗାଣ ବିଭାଗର ଏକ ଚାରିଜଣିଆ ଟିମ୍‌ ବୁଧବାର ଅପରାହ୍ନରେ ସଦର ବ୍ଲକ ଅଧୀନ ଦୈସିଂ ପଞ୍ଚାୟତ ଚଢ଼େୟା ଜେନାସାହିର...

ଅମଳ ବେଳେ ଧାନ ଫସଲରେ ରୋଗପୋକ

କୋକସରା, ୧୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ପଞ୍ଚାୟତ ମଧ୍ୟରେ ଅଧିକାଂଶ ପଞ୍ଚାୟତ ଅଣଜଳସେଚିତ। ଚାଷୀ କେବଳ ବର୍ଷା ପାଣି ଭରସାରେ ଚାଷ କରିଥାନ୍ତି। ଚଳିତବର୍ଷ...

ନିଜ ବେଳକୁ କଟକଣା ମାନୁନି ଜିଲା ପ୍ରଶାସନ

ଝାରସୁଗୁଡା ଅଫିସ,୧୮ା୪: କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପାଳନ କରାଯାଉଛି। ଲକଡାଉନ ସହିତ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବିଭିନ୍ନ ପରାମର୍ଷ...

ଅଧା ଶଟର ଖୋଲି ପରସା ଯାଉଛି ଖାଦ୍ୟ  

ଅନୁଗୋଳ ଅଫିସ, ୮।୬- ଅନୁଗୋଳରେ କୋଭିଡ୍‌ କଟକଣା ମାନୁନାହାନ୍ତି କେତେଜଣ ବ୍ୟବସାୟୀ। ଏହାର ମାଳ ମାଳ ଉଦାହରଣ ଥିଲେ ବି ସୋମବାର ରାତିରେ ପୌରପାଳିକାର ନିର୍ବାହୀ...

କୋଇଲା ସମସ୍ୟା : ନାଲ୍‌କୋ ସିପିପିର ୬ ୟୁନିଟ୍‌ ବନ୍ଦ

ବଅଁରପାଳ, ୧।୧୦ (ଡି.ଏନ୍‌.ଏ.)- ତାଳଚେରସ୍ଥିତ ଏମ୍‌ସିଏଲ୍‌ର କୋଇଲା ଖଣିରୁ ଆନ୍ଦୋଳନ ହଟିଯାଇଥିଲେ ବି ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍‌କୋକୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନାହିଁ।...

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...

ଜାତୀୟ ମତଦାତା ଦିବସ: ଶପଥ ନେଲେ ଭୋଟର

ଚିତ୍ରକୋଣ୍ଡା,୨୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ୧୮ଟି ପଞ୍ଚାୟତର ବିଭିନ୍ନ ବୁଥ୍‌ରେ ଶନିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ଚିତ୍ରକୋଣ୍ଡା ବିଡିଓ...

ଭାଜପା, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୦ା୨: କେନ୍ଦ୍ରାପଡ଼ା ବ୍ଲକ ୬ ନଂ. ଜୋନ୍‌ରେ ଆସନ୍ତା ୨୨ରେ ନିର୍ବାଚନ ହେବ। ପ୍ରାର୍ଥୀମାନଙ୍କ ପ୍ରଚାର ଦିନକୁ ଦିନ ଜୋରଦାର ହୋଇଛି। କେନ୍ଦ୍ରାପଡ଼ା...

Advertisement
Archives

Model This Week