Advertisement
Posted inଜାତୀୟ

ସିଦ୍ଧରମୈୟା-ଭାଜପା ଏମ୍‌ପି ମୁହାଁମୁହିଁ, ଧାର୍ମିକ ନିର୍ମାଣ ଭାଙ୍ଗିବାକୁ କହିବା ନେଇ ବିବାଦ…

ବେଙ୍ଗାଲୁରୁ,୧୬।୧୧ : କର୍ନାଟକ ଭାଜପା ଏମ୍‌ପି ପ୍ରତାପ ସିହ୍ମା ଏକ ଧାର୍ମିକ ନିର୍ମାଣକୁ ଧ୍ୱଂସ କରିବାକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ମୁଁ ଏହାକୁ ସୋସିଆଲ ମିଡିଆରେ ଦେଖିଛି। ବସ ଷ୍ଟାଣ୍ଡରେ ତିନୋଟି ଗମ୍ବୁଜ ଅଛି। ସେଥିମଧ୍ୟରେ ଗୋଟିଏ ବଡ଼ ଏବଂ ଏହା ପାଖରେ ଦୁଇଟି ଛୋଟ ଗମ୍ବଜ ରହିଛି। ଏହା ଏକ ମସଜିଦ। ତିନି-ଚାରି ଦିନ ମଧ୍ୟରେ ଏହାକୁ ଭାଙ୍ଗିବାକୁ ମୁଁ ଇଞ୍ଜିନିୟରମାନଙ୍କୁ କହିଛି। ଯଦି ସେମାନେ ତାହା କରନ୍ତି ନାହିଁ, ତେବେ ମୁଁ ଏକ ଜେସିବି ନେଇ ଏହାକୁ ଭାଙ୍ଗିଦେବି।

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମୈୟା ଭାଜପା ଏମ୍‌ପିଙ୍କ ବିବୃତ୍ତିକୁ ଟାର୍ଗେଟ କରି କହିଛନ୍ତି ଯେ ଜଣେ ଏମ୍‌ପି ହୋଇଥିବାରୁ ସେ ଏପରି କହିବା ଉଚିତ ନୁହେଁ। ଯେତେବେଳେ ସେମାନଙ୍କ ପାଖରେ ସାଧାରଣ ଜ୍ଞାନର ଅଭାବ ରହିଛି ଆମେ କ’ଣ କହିବୁ? ସରକାର ଏହାକୁ ନିର୍ମାଣ କରିବା ପାଇଁ ଟଙ୍କା ଖର୍ଚ୍ଚ କରିଥିବା ବେଳେ ସେ ଏକ ବସଷ୍ଟାଣ୍ଡକୁ ନଷ୍ଟ କରିବାକୁ କିଏ? ଏହା ତାଙ୍କ ଟଙ୍କା କି? ଏହା ହେଉଛି ସରକାରଙ୍କ ଟଙ୍କା। ଏଭଳି ଖାମଖିଆଲି ମନ୍ତବ୍ୟ ଦେଇ ଏମ୍‌ପି ଭୁଲ୍‌ କରିଛନ୍ତି। ଏହାକୁ ସୁଧାରି ନେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବରେ ମ୍ୟୁନିସିପାଲିଟି ନିର୍ବାଚନ: କଂଗ୍ରେସ ଆଗରେ, ଭାଜପା ସବୁଠୁ ପଛରେ

ଚଣ୍ଡିଗଡ,୧୭।୨: ପଞ୍ଜାବ ମ୍ୟୁନିସିପାଲିଟି ନିର୍ବାଚନ ମତଗଣନା ଆରମ୍ଭ ହୋଇଛି। ପଞ୍ଜାବରେ ଏପର୍ଯ୍ୟନ୍ତ ସାମ୍ନାକୁ ଆସିଥିବା ନିର୍ବାଚନ ଫଳାଫଳରେ କଂଗ୍ରେସ ଏକ ନମ୍ବରରେ, ଅକାଳି ଦଳ ଦ୍ୱିତୀୟ...

ସିଏଏ ହିଂସା ପାଇଁ ପାକିସ୍ତାନକୁ ଦୋଷୀ ଦର୍ଶାଇବା ମୋଦି ସରକାରଙ୍କ ବଡ଼ ଦୁର୍ବଳତା: ଶିବସେନା

ନୂଆଦିଲ୍ଲୀ,୧୮।୧୨: ସିଏଏ ନେଇ ଦେଶ ବ୍ୟାପି ପ୍ରଦର୍ଶନ ଜାରି ରହିଛି। ଦେଶରେ ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ବିଦେଶୀ ଶକ୍ତିର ହାତ ଥିବା...

କୋଭିସିଲ୍ଡ ପରେ ‘କୋଭାକ୍ସିନ’ ଦର ହ୍ରାସ: ଡୋଜ୍‌ ପିଛା ୨୦୦ ଟଙ୍କା କମ୍‌ରେ ମିଳିବ

ନୂଆଦିଲ୍ଲୀ,୨୯।୪: କମିଲା ‘କୋଭାକ୍ସିନ’ ଟିକା ଦର। ପୂର୍ବରୁ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ‘କୋଭିସିଲ୍ଡ’ ଟିକାର ଦାମ ହ୍ରାସ କରିିଥିବା ବେଳେ ଗୁରୁବାର ଭାରତ ବାୟୋଟେକ୍‌...

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ମୃତ୍ୟୁ ପୂର୍ବରୁ ନିଜର ଶୋକ ବାର୍ତ୍ତା ଲେଖି ଚର୍ଚ୍ଚାକୁ ଆସିଲେ ବ୍ୟକ୍ତି

ଚେନ୍ନାଇ,୧୯ ।୧୦: ଜୀବନ ତାକୁ କୁହାଯାଏ ଯେତେବେଳେ ଜଣେ କିଛି ଯୋଜନା ପ୍ର୍‌ସ୍ତୁତିରେ ବ୍ୟସ୍ତ ରହିଯାଏ । ଜନ ଲେନନଙ୍କ ଏହି ଉକ୍ତି ଚେନ୍ନାଇରେ ରହୁଥିବା...

ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲା: ଟ୍ରକ୍‌ ଡାଇଭର ଓ ହେଲ୍‌ପରଙ୍କୁ ୩ ଦିନ ରିମାଣ୍ଡରେ ନିଆଗଲା

ଲକ୍ଷ୍ନୌ,୩।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣା ମାମଲାରେ ସମ୍ପୃକ୍ତ ଥିବା ସନ୍ଦେହରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଡ୍ରାଇଭର ଓ ହେଲପର୍‌ଙ୍କୁ ସ୍ପେଶାଲ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌...

ନେପାଳ ପୋଲିସ ଗୁଳିରେ ଭାରତୀୟ ମୃତ

ନୂଆଦିଲ୍ଲୀ,୧୩ା୬(ପି.ଟି.): ବିହାରର ସୀତାମାଢ଼ି ଜିଲା ସୀମାନ୍ତରେ ନେପାଳ ପୋଲିସର ଆଖିବୁଜା ଗୁଳିମାଡ଼ରେ ଜଣେ ଭାରତୀୟଙ୍କ ମୃତ୍ୟୁ ହେବା ସହ ୪ ଆହତ ହୋଇଛନ୍ତି। ସୋନେବର୍ଷା ଥାନା...

ଖାଲରେ କେନ୍ଦ୍ର ପରିବହନ ମନ୍ତ୍ରୀ

ନୂଆଦିଲ୍ଲୀ,୧୨ା୩: ୧୯୮୦ ଦଶକରେ ସ୍ବିଡେନର ଏକ ରେଡିଓ ପକ୍ଷରୁ ପ୍ରସାରିତ ରିପୋର୍ଟରେ ବୋଫର୍ସ ମାମଲାର ପର୍ଦ୍ଦାଫାଶ ହୋଇଥିଲା। ଭାରତକୁ ବିକ୍ରି କରାଯାଇଥିବା ବୋଫର୍ସ ତୋପରେ ବିପୁଳ...

Advertisement
Archives

Model This Week