Posted inଜାତୀୟ

ଦରଦାମ ବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ: ଶଗଡ଼ ଗାଡିରେ ବିଧାନସଭା ପହଞ୍ଚିଲେ ଡିକେ ଶିବକୁମାର, ସିଦ୍ଧରମୈୟା

ବେଙ୍ଗାଲୁରୁ,୧୩ ।୯: କର୍ନାଟକ କଂଗ୍ରେସର ବଡ ବଡ ନେତାମାନେ ପେଟ୍ରୋଲ-ଡିଜେଲ ଓ ରୋଷେଇ ଗ୍ୟାସର ଦରବୃଦ୍ଧିକୁ ବିରୋଧ କରି ସୋମବାର ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ପ୍ରଦର୍ଶନ କରିଛନ୍ତି । କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର ଅଧ୍ୟକ୍ଷ ଡିକେ ଶିବକୁମାର ଓ ବିରୋଧି ଦଳ ନେତା ସିଦ୍ଧରମୈୟା ବଳଦଗାଡିରେ ବା ଶଗଡ଼ରେ ବିଧାନସଭା ଆସିଛନ୍ତି । କଂଗ୍ରେସ ନେତାମାନେ ଏଭଳି ରଣନୀତି ବିଧାନସଭା ଆରମ୍ଭ ହେବା ପୂର୍ବରୁ ହିଁ ପ୍ରସ୍ତୁତ କରିଥିଲେ । ସୂଚନାଯୋଗ୍ୟ, ନିକଟ ଅତିତରେ ପ୍ରାୟ ଅଧିକାଂଶ ସାମଗ୍ରୀର ଦର ବୃଦ୍ଧି ସାଧାରଣ ଜନତାଙ୍କ ଅଣ୍ଟାରେ ପାହାର ଭଳି ହୋଇଥିବା କୁହାଯାଉଛି । ହେଲେ କେନ୍ଦ୍ର ସରକାର ତାଙ୍କ ଜିଦ୍‌ରେ ଅଟଳ ଥିବା ବେଳେ କଂଗ୍ରେସ ପକ୍ଷରୁ ଏଭଳି ବିରୋଧ ପ୍ରଦର୍ଶନ କରାଯାଇଛି । କେବଳ କଂଗ୍ରେସ ନୁହେଁ ଦେଶରେ ଦରଦାମ ବୃଦ୍ଧିକୁ ନେଇ ବିଭିନ୍ନ ପ୍ରକାର ବିରୋଧ ପ୍ରଦର୍ଶନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?