Posted inଜାତୀୟ

ଇମୋଶନାଲ୍‌ କାର୍ଡ ଖେଳିଲେ ସିଦ୍ଦରମୈୟା

ବେଙ୍ଗାଲୁରୁ,୫।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଦରମୈୟା ବିଧାନସଭା ନିର୍ବାଚନ ପୂର୍ବରୁ ଇମୋଶନାଲ୍‌ କାର୍ଡ ଖେଳିଛନ୍ତି। ଚଳିତ ବିଧାନସଭା ନିର୍ବାଚନ ତାଙ୍କର ଶେଷ ନିର୍ବାଚନ ହେବ। ଅବସର ପରେ ମଧ୍ୟ ସେ ରାଜନୀତିରେ ସକ୍ରିୟ ରହିବେ ବୋଲି ଘୋଷଣା କରିଛନ୍ତି।
କର୍ନାଟକରେ ବିଧାନସଭା ନିର୍ବାଚନ ପାଇଁ ସମସ୍ତ ଦଳ ଲାଗିପଡିଛନ୍ତି। ବିଭିନ୍ନ ଦଳର ନେତାମାନେ ସାଧାରଣ ସଭା କରୁଛନ୍ତି। ଏହି କ୍ରମରେ ସିଦ୍ଦରମୈୟା ବିଦାରରେ ଏକ ରାଲିକୁ ସମ୍ବୋଧିତ କରି କହିଥିଲେ, ଏହି ନିର୍ବାଚନ ତାଙ୍କର ଶେଷ ନିର୍ବାଚନ ହେବ। ନିର୍ବାଚନ ପରେ ମଧ୍ୟ ସେ ରାଜନୀତିରେ ସକ୍ରିୟ ରହିବେ।
୨୦୧୩-୨୦୧୮ର କାର୍ଯ୍ୟକାଳ ବିଷୟରେ ସିଦ୍ଦରମୈୟା କହିଛନ୍ତି,ଜନସାଧାରଣଙ୍କ ଆଶୀର୍ବାଦରେ ତାଙ୍କୁ ପାଞ୍ଚ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ମିଳିଥିଲା। ଦେବରାଜ ଉର୍ସଙ୍କ ପରେ ସିଦ୍ଦରମୈୟା ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ପାଞ୍ଚ ବର୍ଷର କାର୍ଯ୍ୟକାଳ ପୂରଣ କରିଥିଲେ।
ମେ ୨୦୨୩ ପୂର୍ବରୁ କର୍ନାଟକରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ୨୨୪ ସଦସ୍ୟ ବିଶିଷ୍ଟ ରାଜ୍ୟ ସଭାର କାର୍ଯ୍ୟକାଳ ୨୪ ମେ ୨୦୨୩ରେ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri