Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟପାଳଙ୍କ ଅନୁପସ୍ଥିତିରେ ତାଙ୍କ ସଚିବଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛି। ରାଜ୍ୟପାଳ ଫେରିଲେ ମୋର ଇସ୍ତଫାପତ୍ର ଗ୍ରହଣ କରିବେ। କଂଗ୍ରେସ ହାଇକମାଣ୍ଡ ମୋତେ ଇସ୍ତଫା ପାଇଁ କହିଥିଲେ।

पूरी जिम्मेदारी के साथ चलाई सरकार, नए CM को शुभकामनाएं... इस्तीफे के बाद बोले सिद्धारमैया

ସିଦ୍ଦାରାମାୟା ଗୁରୁବାର ମନ୍ତ୍ରୀମାନଙ୍କ ସହିତ ଏକ ବୈଠକରେ ଇସ୍ତଫା ଘୋଷଣା କରିଥିଲେ। ସେ କହିଥିଲେ, ମୋତେ ଏକ ନୂଆ ମୁହଁ ପାଇଁ ରାସ୍ତା ଛାଡ଼ିବାକୁ କୁହାଯାଇଛି। ମୁଁ ଦଳର ହାଇକମାଣ୍ଡଙ୍କ ଅନୁରୋଧରେ ସହମତ ହେଉଛି ଏବଂ ଇସ୍ତଫା ଦେଉଛି। ଯାହାକି ଡିକେ ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ହେବା ପାଇଁ ରାସ୍ତା ଫିଟିଛି।

Siddaramaiah Resigns As Karnataka CM Following High Command Decision | Daily Pioneer

ଉଲ୍ଲେଖନୀୟ ଯେ, ମୁଖ୍ୟମନ୍ତ୍ରୀ ସମ୍ପର୍କିତ ଚୂଡ଼ାନ୍ତ ନିଷ୍ପତ୍ତି ଉପରେ ଆଲୋଚନା ସମୟରେ ଯେତେବେଳେ ରୋଟେସନ ଚୁକ୍ତିନାମା ଅନୁଯାୟୀ ଡିକେ ଶିବକୁମାରଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତ କରାଯିବ କି ଅନ୍ୟ କାହାକୁ ବିଚାର କରାଯିବ ତାହା ସ୍ଥିର କରାଯାଇଥିଲା, ପ୍ରିୟଙ୍କା ଗାନ୍ଧୀ ତାଙ୍କର ମତ ସ୍ପଷ୍ଟ କରିଥିଲେ ଏବଂ ନେତୃତ୍ୱକୁ କେବଳ ଡିକେ ଶିବକୁମାରଙ୍କୁ ବାଛିବାକୁ ପରାମର୍ଶ ଦେଇଥିଲେ, ଅନ୍ୟ କାହାକୁ ନୁହେଁ। ପ୍ରିୟଙ୍କା ସ୍ପଷ୍ଟ ଭାବରେ କହିଛନ୍ତି, ଯେଉଁମାନେ ସବୁଠାରୁ କଷ୍ଟକର ସମୟରେ ମଧ୍ୟ ଦଳ ସହିତ ଠିଆ ହୋଇଛନ୍ତି ସେମାନଙ୍କୁ ସମର୍ଥନ କରିବା ଉଚିତ୍‌।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri