Posted inଜାତୀୟ

ପ୍ରଥମ କ୍ୟାବିନେଟ ବୈଠକରେ ୫ ପ୍ରତିଶ୍ରୁତି ପୂରଣ ପାଇଁ ପଦକ୍ଷେପ ନେଲେ ସିଦ୍ଧରମୈୟା…

ବେଙ୍ଗାଲୁରୁ,୨୦।୫ : କର୍ନାଟକରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା କାର୍ଯ୍ୟାନୁଷ୍ଠାନ ମୋଡରେ ଆସିଛନ୍ତି। ନିର୍ବାଚନ ପୂର୍ବରୁ ଦଳ ପ୍ରତିଶ୍ରୁତି ଦେଇଥିବା ପାଞ୍ଚଟି ଗ୍ୟାରେଣ୍ଟି ପ୍ରଥମ କ୍ୟାବିନେଟ ବୈଠକରେ ପୂରଣ କରିବା ଲାଗି ସିଦ୍ଧରମୈୟା ପଦକ୍ଷେପ ଗ୍ରହଣ କରିଛନ୍ତି।

ଏହି ପାଞ୍ଚଟି ଗ୍ୟାରେଣ୍ଟିରେ ଗୃହ ଜ୍ୟୋତି, ଗୃହ ଲକ୍ଷ୍ମୀ, ଅନ୍ନ ଭାଗ୍ୟ, ଯୁବା ନିଧି, ଉଚିତ ପ୍ରମାଣ ଅନ୍ତର୍ଭୁକ୍ତ ଅଛି। ପ୍ରଥମ କ୍ୟାବିନେଟ ବୈଠକ ପରେ ଖବରଦାତାଙ୍କୁ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। କର୍ନାଟକ ବିଧାନସଭା ଅଧିବେଶନ ଆସନ୍ତା ସପ୍ତାହରେ ସୋମବାର, ମଙ୍ଗଳବାର ଏବଂ ବୁଧବାର ଦିନ ଅନୁଷ୍ଠିତ ହେବ ଯେଉଁଥିରେ ବିଧାୟକମାନେ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri