Posted inଜାତୀୟ

ସିଦ୍ଧରମୈୟାଙ୍କ ବିବାଦୀୟ ମନ୍ତବ୍ୟ: ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ କୁକୁର ଭଳି ଥରୁଛନ୍ତି ମୁଖ୍ୟମନ୍ତ୍ରୀ ବୋମ୍ମାଇ…

ବେଙ୍ଗାଲୁରୁ,୪।୧ : କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାରେ ବିରୋଧୀ ଦଳର ନେତା ସିଦ୍ଧରମୈୟା ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ଏବଂ ଅନ୍ୟ ନେତାଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ କହିଛନ୍ତି। ସେ କହିଛନ୍ତି, ଏହି ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖରେ କୁକୁର ଭଳି ରହୁଛନ୍ତି। ସମସ୍ତେ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ଥରୁଛନ୍ତି। ସିଦ୍ଧରମୈୟାଙ୍କ ଏହି ମନ୍ତବ୍ୟ ନେଇ ଏବେ ରାଜ୍ୟରେ ରାଜନୀତି ସକ୍ରିୟ ହେବାରେ ଲାଗିଛି।

ଚଳିତ ବର୍ଷ କର୍ନାଟକରେ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଏବେ ରାଜ୍ୟରେ ବାକଯୁଦ୍ଧ ତୀବ୍ର ହେବାରେ ଲାଗିଛି। ସିଦ୍ଧରମୈୟା ଏହା ମଧ୍ୟ କହିଛନ୍ତି ଯେ ୧୫ତମ ବେତନ କମିଶନ କର୍ନାଟକକୁ ସ୍ବତନ୍ତ୍ର ଭତ୍ତା ଭାବରେ ୫,୪୯୫ କୋଟି ଟଙ୍କା ସୁପାରିଶ କରିଛନ୍ତି, କିନ୍ତୁ ଆମର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଟଙ୍କା ଦେଇ ନାହାଁନ୍ତି।

ଏହାପୂର୍ବରୁ ଜେଡିଏସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ଶାହାଙ୍କୁ ନାଜି ପ୍ରଚାରକ ଜୋସେଫ ଗୋଏବେଲ୍ସଙ୍କ ସହ ତୁଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri