୫ ବର୍ଷ ପୂର୍ବେ ବିବାହ କରିଥିଲେ ସିଦ୍ଧାନ୍ତ; ହଠାତ୍‌ ମୃତ୍ୟୁକୁ ନେଇ ଶୋକରେ ପରିବାର

ବମ୍ବେ: ଥିଲେ ବେଶ ଫିଟ୍‌ନେସ୍‌ ଫ୍ରିକ୍‌। ହେଲେ ଜିମ୍‌ରେ ଓ୍ବାର୍କଆଉଟ୍‌ କରିବା ବେଳେ ହୃଦ୍‌ଘାତ ଯୋଗୁ ଚାଲିଯାଇଛି ଜୀବନ। ମାତ୍ର ୪୬ ବର୍ଷ ବୟସରେ ଟେଲିପରଦାର ଜଣାଶୁଣା ଅଭିନେତା ସିଦ୍ଧାନ୍ତ ବୀର ସୂର୍ଯ୍ୟବଂଶୀଙ୍କ ମୃତ୍ୟୁ ଘଟିଛି। ୨୦୦୧ରୁ ଅଭିନୟ ଦୁନିଆରେ ସକ୍ରିୟ ଥିବା ଅଭିନେତାଙ୍କ ହଠାତ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ତାଙ୍କର ପ୍ରଶଂସକ। ପରିବାର ମଧ୍ୟ ଶୋକରେ ବୁଡ଼ି ଯାଇଛି।

सिद्धांत वीर सूर्यवंशी

ଦୁଇଥର ବିବାହ କରିଛନ୍ତି ସିଦ୍ଧାନ୍ତ। ୨୦୦୦ରେ ସେ ଇରା ସୂର୍ଯ୍ୟବଂଶୀଙ୍କୁ ପ୍ରଥମ ବିବାହ କରିଥିଲେ। ୨୦୧୫ରେ ଉଭୟଙ୍କ ଛାଡ଼ପତ୍ର ହୋଇଥିଲା। ପ୍ରଥମ ବିବାହ ପରେ ସିଦ୍ଧାନ୍ତ ପୁଣି ଥରେ ମଡେଲ ଆଲିସିଆ ରାଉତଙ୍କ ପ୍ରେମରେ ପଡ଼ିଥିଲେ। ଉଭୟ ୫ ବର୍ଷ ପୂର୍ବେ ବିବାହ କରିନେଇଥିଲେ।

सिद्धांत वीर सूर्यवंशी

ପ୍ରଥମ ବିବାହରୁ ସିଦ୍ଧାନ୍ତଙ୍କ ଏକ ଝିଅ ରହିଛି। ସେହିଭଳି ଦ୍ୱିତୀୟ ପତ୍ନୀଙ୍କ ପ୍ରଥମ ବିବାହରୁ ତାଙ୍କର ଏକ ପୁଅ ମଧ୍ୟ ଅଛି। ଏବେ ସିଦ୍ଧାନ୍ତ ସ୍ତ୍ରୀଙ୍କ ମଡେଲ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ରେ କାମ କରୁଥିଲେ। ହେଲେ ହଠାତ ତାଙ୍କର ମୃତ୍ୟୁ ସମସ୍ତଙ୍କୁ ଭାଙ୍ଗି ଦେଇଛି। ସୋସିଆଲ ମିଡିଆରେ କଳାକାରମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri