କିଆରା-ସିଦ୍ଧାର୍ଥଙ୍କ ଗ୍ରାଣ୍ଡ ୱେଲକମ

ମୁମ୍ବାଇ: ସେଲିବ୍ରିଟି କପୁଲ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ୭ ଫେବୃୟାରୀରେ ରାଜସ୍ଥାନ ଜୈସଲମରର ସୂର୍ଯ୍ୟଗଡ଼ ପ୍ୟାଲେସରେ ଟ୍ରାଡିସନାଲ ୱେଡିଂ ଫଙ୍କସନରେ ବିବାହ ବନ୍ଧନରେ ବାନ୍ଧି ହୋଇଯାଇଛନ୍ତି । ଗ୍ରାଣ୍ଡ ୱେଡିଂ ପରେ ନ୍ୟୁଲି ୱେଡ କପୁଲ ୮ ଫେବୃୟାରୀରେ ଦିଲ୍ଲୀ ପହଞ୍ଚିଛନ୍ତି । ସେଠାରେ ବର କନ୍ୟା ଅର୍ଥାତ୍ ସିଦ୍ଧାର୍ଥ ଓ କିଆରାଙ୍କ ପରିବାର ଏମାନଙ୍କୁ ଗ୍ରାଣ୍ଡ ୱେଲକମ କରିଛନ୍ତି ।
ଦିଲ୍ଲୀ ପହଞ୍ଚିବା ପରେ ଏହି ଷ୍ଟାର କପଲ ମିଡିଆ ସହ ବି କଥା ହୋଇଛନ୍ତି । ଏହି ସମୟରେ କପଲ ରେଡ କଲର ଆଉଟଫିଟରେ ଟ୍ୱିନିଂ କରିଥିବା ନଜର ଆସିଥିଲା । ସିଦ୍ଧାର୍ଥଙ୍କ ଦିଲ୍ଲୀ ସ୍ଥିତ ଘର ବାହାରେ ଢୋଲ ବଜାଇ ନୂଆ ବୋହୂଙ୍କୁ ସ୍ୱାଗତ କରାଯାଇଥିଲା । ଏଥିରେ କିଆରା ଓ ସିଡ ଦିଲ ଖୋଲି ନାଚିଥିଲେ ।
ବିବାହ ପରେ ଦିଲ୍ଲୀରେ କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା ରେଡ କଲର ଆଉଟ ଫିଟରେ ଟ୍ୱିନିଂ କରି ଟ୍ରାଡିଶନାଲ ଲୁକରେ ଖୁବ୍ ସୁନ୍ଦର ଲାଗୁଥିଲେ । ଜୈସଲମେରରୁ ୱେଷ୍ଟର୍ଣ୍ଣ ଡ୍ରେସରୁ ବାହାରି ଯୋଡା ରେଡ କଲର ଏଥେନିକ ଆଉଟଫିଟସ୍‌ରେ ଦିଲ୍ଲୀ ପହଞ୍ଚିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri