କିଆରାଙ୍କ ସହ ପ୍ରଥମ ଦୀପାବଳି ପାଳିବେ ସିଦ୍ଧାର୍ଥ

ମୁମ୍ବାଇ: ଚଳିତବର୍ଷ ଦୀପାବଳି ବି-ଟାଉନର ସବୁଠୁ ପ୍ରିୟ କପଲ ସିଦ୍ଧାର୍ଥ ମାଲହୋତ୍ରା ଏବଂ କିଆରା ଆଡଭାନୀଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। କାରଣ ଏହି ବର୍ଷ ଏହି ଦମ୍ପତି ବିବାହ ପରେ ପ୍ରଥମ ଦୀପାବଳି ପାଳନ କରିବାକୁ ଯାଉଛନ୍ତି। ସିଦ୍ଧାର୍ଥ ଏବଂ କିଆରା ସେମାନଙ୍କର ପ୍ରଥମ ଦୀପାବଳି ମୁମ୍ବାଇରେ ନୁହଁ ବରଂ ଦିଲ୍ଲୀରେ ପାଳନ କରିବେ।

 

View this post on Instagram

 

A post shared by Pallav Paliwal (@pallav_paliwal)

କିଆରା ଏବଂ ସିଦ୍ଧାର୍ଥ ଶନିବାର ଦିଲ୍ଲୀ ଯାଇଛନ୍ତି। ତାଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଏହି ସମୟ ମଧ୍ୟରେ କିଆରାଙ୍କ ମାତାପିତା ମଧ୍ୟ ଏହି କପଲଙ୍କ ସହ ଉପସ୍ଥିତ ଥିଲେ। ଏହା ସ୍ପଷ୍ଟ କରେ ଯେ, ବିବାହ ପରେ କିଆରା ଏବଂ ସିଦ୍ଧାର୍ଥ ସେମାନଙ୍କ ପରିବାର ସହିତ ପ୍ରଥମ ଦୀପାବଳି ପାଳନ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri