Posted inଭଦ୍ରକ

୭ ଦିନର ଯାତ୍ରା ପରେ ୟୁକ୍ରେନ୍‌ରୁ ଆସିଲେ ସିଦ୍ଧାର୍ଥ

ଧାମନଗର, ୯।୩: ରୁଷିଆ ଲଗାତାର ଭାବେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ସେଠାରେ ରହୁଥିବା ଓଡ଼ିଶାର ଛାତ୍ରୀଛାତ୍ର ଭୟ ଓ ଆଶଙ୍କା ଭିତରେ ଥିବା ବେଳେ ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚେଷ୍ଟା ଜାରି ରଖିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ଏକ ସ୍ବତନ୍ତ୍ର ବିମାନ ଯୋଗେ ୟୁକ୍ରେନରେ ପଡ଼ୁଥିବା ୭୭ ଜଣ ଛାତ୍ରୀଛାତ୍ର ସୋମବାର ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚତ୍ଥିଲେ। ସେମାନଙ୍କ ମଧ୍ୟରୁ ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ଭଗବାନପୁର ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଖଗେଶ୍ୱର ମହାପାତ୍ର ଓ ତାଙ୍କର ସହଧର୍ମିଣୀ ନୋଡାଲ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମଞ୍ଜିଷ୍ଠା ମିଶ୍ରଙ୍କ ପୁଅ ସିଦ୍ଧାର୍ଥ ମହାପାତ୍ର। ୨୦୧୬ ମସିହାରୁ ୟୁକ୍ରେନର ଭିଏନ କାର୍ଜୀନ ୟୁନିଭର୍ସିଟିକୁ ମେଡିକାଲ(ମେଡିସିନ) ପଢ଼ିବାକୁ ଯାଇଥିଲେ। ଆସନ୍ତା ଏପ୍ରିଲ ୨୦୨୨ରେ ତାଙ୍କ ପାଠ୍ୟକ୍ରମ ଶେଷ ହୋଇଥାନ୍ତା । ଓଡ଼ିଶା ସରକାରଙ୍କ ଦ୍ୱାରା ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ୭ ଦିନର ଯାତ୍ରା ପରେ ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri