ଅଷ୍ଟ୍ରାଜେନିକା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ସମୀକ୍ଷା ହେବ

ନୂଆଦିଲ୍ଲୀ,୧୪।୩: ଅଷ୍ଟ୍ରାଜେନିକା ପ୍ରସ୍ତୁତ କୋଭିଡ୍‌ ଟିକା ନେବା ପରେ କେତେକ ୟୁରୋପୀୟ ଦେଶରେ ରକ୍ତ ଜମାଟ ବାନ୍ଧିବା ଭଳି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଉଥିବାରୁ ଆସନ୍ତା ସପ୍ତାହରେ ଏହାର ସମୀକ୍ଷା କରିବା ଲାଗି ଭାରତ ନିଷ୍ପତ୍ତି ନେଇଛି। ଡେନ୍‌ମାର୍କ, ନରଓ୍ବେ, ଆଇସଲାଣ୍ଡ, ଥାଇଲାଣ୍ଡ ଆଦି ଅନେକ ଦେଶ ଅଷ୍ଟ୍ରାଜେନିକା ଟିକାଦାନ ବନ୍ଦ କରିଦେଇଛନ୍ତି। ସମୀକ୍ଷାରୁ ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟା ଜଣାପଡ଼ିଲେ ଉକ୍ତ ଟିକାକୁ ବନ୍ଦ କରାଯିବ ବୋଲି କୋଭିଡ୍‌-୧୯ ଜାତୀୟ ଟାସ୍କଫୋର୍ସ ସଦସ୍ୟ ଏନ୍‌.କେ. ଆରୋରା କହିଛନ୍ତି। ତେବେ ଭାରତରେ ଟିକାର ପ୍ରତିକୂଳ ପ୍ରଭାବ ଅତି ନଗଣ୍ୟ ହୋଇଥିବାରୁ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ସୁଇସାଇଡ୍‌ ନୋଟ୍‌ରେ ନାମ ଥିଲେ ଅଭିଯୁକ୍ତଙ୍କ ଦୋଷ ସାବ୍ୟସ୍ତ ହେବ ନାହିଁ…

ଚଣ୍ଡିଗଡ଼,୨୭।୨ : ସୁଇସାଇଡ୍‌ ନୋଟ୍‌ରେ ନାମ ଉଲ୍ଲେଖ କରିବା ଦ୍ୱାରା ଅଭିଯୁକ୍ତଙ୍କର ଦୋଷ ପ୍ରମାଣିତ ହୁଏ ନାହିଁ। ଅଭିଯୁକ୍ତଙ୍କ ସହ ଆତ୍ମହତ୍ୟା କରିଥିବା ବ୍ୟକ୍ତି ଏବଂ...

ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପିଙ୍କୁ କରୋନା

ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି...

ସମସ୍ତ ୨୯୧ ପ୍ରାର୍ଥୀ ତାଲିକା ଘୋଷଣା କଲା ଟିଏମ୍‌ସି, ନନ୍ଦୀଗ୍ରାମରୁ ନିର୍ବାଚନ ଲଢିବେ ମମତା

କୋଲାକାତା,୫ ।୩: ପଶ୍ଚିମବଙ୍ଗର ଶାସକ ଦଳ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ଶୁକ୍ରବାର ୨୯୧ ଆସନ ପାଇଁ ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଧାନସଭାର ମୋଟ...

ମହାମାରୀ ପରେ ଭାରତର ଅର୍ଥବ୍ୟବସ୍ଥା ଭଲ ଅଛି: ନଡ୍ଡା

ବେଙ୍ଗାଲୁର,୫।୧: କୋଭିଡ-୧୯ ପରେ ମଧ୍ୟ ଦେଶରେ ଅର୍ଥନୀତି ମଜଭୂତ ହୋଇଛି। କର୍ନାଟକ ଗସ୍ତରେ ଥିବା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ତୁମକୁରରେ ଅନୁଷ୍ଠିତ...

କେଜ୍‌ରିୱାଲଙ୍କ ପ୍ରଶ୍ନ: ଭାଜପାଠାରୁ କ’ଣ ଶିଖିବେ ଦେଶର ଯୁବକ

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ପ୍ରଥମ ଥର ପାଇଁ ତାଙ୍କ ସରକାରୀ ବାସଭବନରେ ହୋଇଥିବା ଆକ୍ରମଣକୁ ନେଇ ଗୁରୁବାର ମୁହଁ ଖୋଲିଛନ୍ତି। କେଜ୍‌ରିୱାଲ ଗୁରୁବାର...

ନିର୍ବାଚନ ପୂର୍ବରୁ ଭାଜପା ଖେଳିପାରେ ୟୁନିଫର୍ମ ସିଭିଲ କୋଡ୍‌ କାର୍ଡ

ଅହମ୍ମଦାବାଦ,୨୯।୧୦: ଚଳିତ ବର୍ଷ ଗୁଜୁରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଗୁଜରାଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନିର୍ବାଚନ ପୂର୍ବରୁ ବର୍ତ୍ତମାନର...

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ...

ଚାଇନାର ‘କଶ୍ମୀର’ ମନ୍ତବ୍ୟକୁ ଭାରତର ବିରୋଧ

ନୂଆଦିଲ୍ଲୀ,୨୯ା୯(ପି.ଟି.): ଜାତିସଂଘରେ ଚାଇନା କଶ୍ମୀର ପ୍ରସଙ୍ଗ ଉଠାଇଥିବାରୁ ଭାରତ ଏହାର ଦୃଢ଼ ବିରୋଧ କରିଛି। ୟୁଏନ୍‌ଜିଏରେ ଉଦ୍‌ବୋଧନ ଦେଇ ଚାଇନା କହିଥିଲା, ଜାତିସଂଘ ନିୟମାବଳୀ, ସୁରକ୍ଷା...

Advertisement
Archives

Model This Week