ଅଷ୍ଟ୍ରାଜେନିକା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ସମୀକ୍ଷା ହେବ

ନୂଆଦିଲ୍ଲୀ,୧୪।୩: ଅଷ୍ଟ୍ରାଜେନିକା ପ୍ରସ୍ତୁତ କୋଭିଡ୍‌ ଟିକା ନେବା ପରେ କେତେକ ୟୁରୋପୀୟ ଦେଶରେ ରକ୍ତ ଜମାଟ ବାନ୍ଧିବା ଭଳି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଉଥିବାରୁ ଆସନ୍ତା ସପ୍ତାହରେ ଏହାର ସମୀକ୍ଷା କରିବା ଲାଗି ଭାରତ ନିଷ୍ପତ୍ତି ନେଇଛି। ଡେନ୍‌ମାର୍କ, ନରଓ୍ବେ, ଆଇସଲାଣ୍ଡ, ଥାଇଲାଣ୍ଡ ଆଦି ଅନେକ ଦେଶ ଅଷ୍ଟ୍ରାଜେନିକା ଟିକାଦାନ ବନ୍ଦ କରିଦେଇଛନ୍ତି। ସମୀକ୍ଷାରୁ ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟା ଜଣାପଡ଼ିଲେ ଉକ୍ତ ଟିକାକୁ ବନ୍ଦ କରାଯିବ ବୋଲି କୋଭିଡ୍‌-୧୯ ଜାତୀୟ ଟାସ୍କଫୋର୍ସ ସଦସ୍ୟ ଏନ୍‌.କେ. ଆରୋରା କହିଛନ୍ତି। ତେବେ ଭାରତରେ ଟିକାର ପ୍ରତିକୂଳ ପ୍ରଭାବ ଅତି ନଗଣ୍ୟ ହୋଇଥିବାରୁ ଚିନ୍ତା କରିବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ପ୍ରଶଂସା କରି ଫସିଲେ ଶଶି ଥରୁର

ନୂଆଦିଲ୍ଲୀ,୧୮।୧୦: ପୁଣି ବିବାଦରେ କଂଗ୍ରେସ ନେତା ଶଶି ଥରୁର। ପାକିସ୍ତାନର ଲାହୋର ଲିଟରେଚର୍‌ ଫେଷ୍ଟିଭାଲରେ ଯୋଗ ଦେଇ ଭାରତ ସରକାରଙ୍କୁ ନିନ୍ଦା କରି ସେ ଫସିଯାଇଛନ୍ତି।...

ମାଆଙ୍କ ଆଶୀର୍ବାଦ ବିନା ଶକ୍ତି ପ୍ରଦର୍ଶନ କଲେ ଲାଲୁ ନନ୍ଦନ

ପାଟନା,୧୧ ।୧୦: ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ହସନପୁର ବିଧାୟକ ତେଜ ପ୍ରତାପ ଯାଦବ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଉପରେ ଖପ୍ପା ହୋଇଛନ୍ତି...

ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ

ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ...

ରବିବାର ‘ସ୍ବାମୀତ୍ୱ’ ଯୋଜନା ଆରମ୍ଭ କରିବେ ମୋଦି: ୭୬୩ ଗ୍ରାମର ହିତାଧିକାରୀ ହେବେ ଉପକୃତ

ନୂଆଦିଲ୍ଲୀ, ୧୦।୧୦: ଗ୍ରାମବାସୀଙ୍କ ଜମିର ମାଲିକାନା ସ୍ଥିତିିକୁ ସୁଦୃଢ଼ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ସ୍ବାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅନ୍ତର୍ଗତ...

ଦିଲ୍ଲୀ ମରକଜରେ ସାମିଲ ହୋଇଥିବା ହଜାରେ କରୋନା ସଂକ୍ରମିତ ସୁସ୍ଥ

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନିଜାମୁଦ୍ଦିନ ସ୍ଥିତ ତବଲିଘି ଜମାତ ସହ ଜଡ଼ିତ ଥିବା ଲୋକଙ୍କୁ ନେଇ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ତବଲିଘି ଜମାତ ସହ...

ବାୟୁସେନାର ୮୯ତମ ପ୍ରତିଷ୍ଠା ଦିବସ: ପ୍ରଦର୍ଶିତ ହେବ ଲଢୁଆ ବିମାନ

ଲକ୍ଷ୍ନୌ,୮।୧୦:ଆଜି ହେଉଛି ଭାରତୀୟ ବାୟୁସେନାର ୮୯ତମ ପ୍ରତିଷ୍ଠା ଦିବସ। ଏହି ଅବସରରେ ଉତ୍ତରପ୍ରଦେଶ ହିଣ୍ଡନ ଏୟାରବେସ୍‌ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବାୟୁସେନାର ବିଭିନ୍ନ ବିମାନ...

ଚାଇନାକୁ ଫେରିଲା କରୋନା: ଶୁଲାନ ସହର ଲକ୍‌ଡାଉନ

ବେଜିଂ,୧୧।୫: ଚାଇନାକୁ ପୁଣି ଫେରିଛି କରୋନା। ରୁଷ ସୀମା ନିକଟରେ ଅବସ୍ଥିତ ଜିଲିନ ଅଞ୍ଚଳରେ ଥିବା ଶୁଲାନ ସହରରେ ୧୭ ଜଣ କରୋନାରେ ସଂକ୍ରମିତ ହୋଇଥିବା...

ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର: ସତର୍କ ସୂଚନା ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୨୬।୧୨: ପଞ୍ଜାବରେ ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଆଇଏସ୍‌ଆଇ ପକ୍ଷରୁ କେତେକ ଆତଙ୍କବାଦୀ ସଂଗଠନ...

Advertisement


Archives

Model This Week