ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ ଦଳ ତାଙ୍କୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଜୋର ଧରିଥିଲା। ହେଲେ ଭାଜପା ତାଙ୍କୁ ଷ୍ଟାର ପ୍ରଚାରକ ଲିଷ୍ଟରେ ସାମିଲ କରିଛି। ଏଥିରେ ସେ ନିର୍ବାଚନ ଲଢିବା ଆଶା ମଉଳିଯାଇଛି ବୋଲି ଚର୍ଚ୍ଚା ହେଉଛି।

ନିକଟରେ ଅନୁଭବ, ଅରିନ୍ଦମ ଏବଂ ସିଦ୍ଧାନ୍ତ ମହାପାତ୍ର ଓ ଆକାଶ ଦାସ ନାୟକ ବିଜେଡି ଛାଡି ଭାଜପାରେ ଯୋଗଦେଇଥିଲେ। ଦଳ ସିଦ୍ଧାନ୍ତଙ୍କୁ ଦିଗପହଣ୍ଡିରୁ ଟିକେଟ୍‌ ଦେଇଥିବାବେଳେ ଅରନ୍ଦମଙ୍କୁ ସାଲେପୁର ଓ ଆକାଶଙ୍କୁ କୋରେଇରୁ ଟିକେଟ୍‌ ଦେଇଛି। ମାତ୍ର ଅନୁଭବଙ୍କ ଟିକେଟ୍‌ ଏଯାଏଁ ଘୋଷଣା କରିନାହିଁ। ଅନୁଭବ ବିଜେଡିରେ କେନ୍ଦ୍ରାପଡା ଏମପି ଥିଲେ। ହେଲେ ତାଙ୍କ ଟିକେଟ୍‌ କଟିବାରୁ ସେ ଭାଜପାରେ ଯୋଗ ଦେଇଥିଲେ। ହେଲେ ଦଳ ତାଙ୍କୁ ଏପର୍ଯ୍ୟନ୍ତ ଟିକେଟ୍‌ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri