ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲେ ସିଦ୍ଧାନ୍ତ, କହିଲେ ବରପୁତ୍ରଙ୍କ ନାଁ ବି…

ଭୁବନେଶ୍ୱର, ୩।୪: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କଲେ ସିଦ୍ଧାନ୍ତ ମହାପାତ୍ର। ସେ ଉତ୍କଳ ଦିବସ ପାଳନକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଯିବାକୁ ସମୟ ହେଲାନି, ସେ ନିଜ ପ୍ରତିନିଧିଙ୍କୁ ପଠାଇଲେ। ଭାଷା ସମ୍ମିଳନୀ ଆୟୋଜନ କଲେ, ବରପୁତ୍ରଙ୍କ ନାଁ ବି ଠିକ୍‌ ଭାବେ ନେଲେନି। ସଂଯୋଜକ ଭାବେ ଅଣଓଡ଼ିଆଙ୍କୁ ଦାୟିତ୍ୱ ଦେବା କି ଭାଷା ପ୍ରୀତି। କାନ୍ତ କବିଙ୍କୁ କଣ୍ଠ କବି କହି ଉପହାସ କରିଛନ୍ତି ରାଜ୍ୟ ସରକାର। ସିଦ୍ଧାନ୍ତ ଆହୁରି କହିଛନ୍ତି, ଓଡ଼ିଆ ଭାଷା ଓ ଅସ୍ମିତା ଉପରେ ବିପଦ ଆସିଲେ ଭାଜପା ସ୍ବର ଶାଣିତ କରିବ।

ଭୃଗୁ ବକ୍ସିପାତ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ଭାଜପା ନେତା ସିଦ୍ଧାନ୍ତ ପ୍ରତିକ୍ରିୟା ଦେଇଛନ୍ତି। ବିଶ୍ୱାସ ଘାତକତା କିଏ କରୁଛି ବୋଲି ସେ ପ୍ରଶ୍ନ କରିଛନ୍ତି। ମୁଁ ଦଳ ଛାଡିବା ବେଳେ କହିଥିଲେ ମୁଁ ବିଶ୍ୱାସ ଘାତକତା କରିଛି। ଏବେ ଏହି ଦଳକୁ ବିଶ୍ୱସ ଘାତକତା କରିଥିବା ଲୋକଙ୍କୁ ବିଜେଡି ଆପଣାଉଛି।

ନିକଟରେ ସିଦ୍ଧାନ୍ତ ବିଜେଡି ଇସ୍ତଫା ଦେଇଥିଲେ। ଏହା ପରେ ସେ ଭାଜପାରେ ସାମିଲ ହୋଇଥିଲେ। ଦଳ ତାଙ୍କୁ ଦିଗପହଣ୍ଡି ବିଧାନସଭା ଆସନରୁ ଟିକେଟ୍‌ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri