ସଙ୍ଗିତ ପୂର୍ବରୁ ଭାଇରାଲ ହେଲା କିଆରା-ସିଦ୍ଧାର୍ଥଙ୍କ ଡ୍ୟାନ୍ସ ଭିଡିଓ

ମୁମ୍ବାଇ: ବଲିଉଡ କପଲ ସିଦ୍ଧାର୍ଥ ମାଲହୋତ୍ରା ଓ କିଆରା ଆଡଭାନି ୭ ଫେବୃୟାରୀରେ ସୂର୍ଯ୍ୟଗଡ଼ ପ୍ୟାଲେସରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି, ଯାହା ଦେଶର ଟପ ୱେଡିଂ ଡେଷ୍ଟିନେଶନ ମଧ୍ୟରୁ ଗୋଟିଏ । ଦୀର୍ଘ ୩ ବର୍ଷର ଡେଟିଂ ପରେ ଏବେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଏବେ ଏହି ବିବାହକୁ ନେଇ ସବୁଠି ଚର୍ଚ୍ଚା ଚାଲିଛି ।
ବିବାହ ପୂର୍ବରୁ ଏବେ ସଙ୍ଗିତ ସେରିମନି । ହେଲେ ଏହି ସଙ୍ଗିତ ସେରିମନି ହେବା ପୂର୍ବରୁ ଉଭୟଙ୍କ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । କିଆରା ଆଡଭାନି ଓ ସିଦ୍ଧାର୍ଥ ମାଲହୋତ୍ରା ଏହି ଭିଡିଓରେ ଏକାଠି ଡ୍ୟାନ୍ସ କରୁଥିବା ଦେଖାଯାଇଛି । ଏଥିରେ କିଆରା ଶିମରି ଲେହେଙ୍ଗାରେ ନଜର ଆସୁଥିବା ବେଳେ ସିଦ୍ଧାର୍ଥ ବ୍ଲାକ ଆଉଟ ଫିଟରେ ଅଛନ୍ତି ।
ଏବେ ଶୁଣିବାକୁ ମିଳିଛି କି କିଆରା-ସିଦ୍ଧାର୍ଥ ହନିମୁନରେ ଯିବାର ନାହିଁ । କାରଣ ଉଭୟ ପରିବାର ଏବେ ସେଲିବ୍ରେଶନ ମୁଡରେ ଥିବା ବେଳେ ଉଭୟ ପଞ୍ଜାବୀ ଓ ସିନ୍ଧ ରିତିନୀତି ଶେଷ କରିବେ । ଏହାସହ ସିଦ୍ଧାର୍ଥ ତାଙ୍କ କାମର କମିଟମେଣ୍ଟସ୍ ପୂରଣ କରିବେ ତା’ପରେ ଯାଇ ଏମାନେ ହନିମୁନ ପ୍ଲାନ କରିପାରନ୍ତି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri