ବିବାହ ବନ୍ଧନରେ ଆବଦ୍ଧ ହେଲେ ସିଦ୍ଧାର୍ଥ-କିଆରା !

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ହିଟ୍‌ ଯୋଡ଼ି କିଆରା ଆଡଭାଣୀ ଏବଂ ସିଦ୍ଧାର୍ଥ ମଲହୋତ୍ରା। ରାଜସ୍ଥାନର ସୂର୍ଯ୍ୟଗଡ଼ ପ୍ୟାଲେସ୍‌ରେ ପଞ୍ଜାବୀ ରୀତିନୀତିରେ ଦୁହିଁଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ବିବାହରେ ପରିବାର ସହ ସମ୍ପର୍କୀୟମାନେ ଯୋଗ ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି।

ଏହି ହାଇଭୋଲ୍ଟେଜ୍‌ ବିବାହ ଲାଗି ପ୍ୟାଲେସ୍‌କୁ ସୁନ୍ଦର ଭାବେ ସଜା ଯାଇଥିଲା। ସୋମବାର ସକାଳୁ ବିବାହର ରୀତିନୀତି ଆରମ୍ଭ ହୋଇଥିଲା। ପ୍ରଥମେ ମେହେନ୍ଦୀ ଏବଂ ସଙ୍ଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାର କିଆରାଙ୍କ ହଳଦୀ ସମାରୋହ କରାଯାଇଥିଲା। ଅପରାହ୍ନରେ ବରଯାତ୍ରୀ ବାହାରିଥିବା ବେଳେ ବେଶ ଧୁମ୍‌ଧାମ୍‌ରେ ବିବାହ ଶେଷ ହୋଇଛି। ଅନେକ ସେଲିବ୍ରିଟି ସିଦ୍ଧାର୍ଥ-କିଆରାଙ୍କ ବିବାହରେ ଯୋଗଦେବାକୁ ପହଞ୍ଚିଥିଲେ।

ତେବେ ଏହି ଯୋଡ଼ି କେବେ ନିଜେ ଆଧିକାରୀକ ଭାବେ ଏନେଇ ଘୋଷଣା କରୁଛନ୍ତି ତାହା ଦେଖିବାକୁ ବାକି ରହିଛି। ପ୍ରଶଂସକମାନେ ନ୍ୟୁଲି ଓ୍ବେଡ୍‌ଙ୍କ ଫଟୋକୁ ଅପେକ୍ଷା କରି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri